Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିବସେନାକୁ ସମର୍ଥନ କରିବାକୁ ରାଜି କଂଗ୍ରେସ ବିଧାୟକ, ସୋନିଆଙ୍କ ନିଷ୍ପତ୍ତିକୁ ଅପେକ୍ଷା
ଆଜିର ଖବର

ଶିବସେନାକୁ ସମର୍ଥନ କରିବାକୁ ରାଜି କଂଗ୍ରେସ ବିଧାୟକ, ସୋନିଆଙ୍କ ନିଷ୍ପତ୍ତିକୁ ଅପେକ୍ଷା

November 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଚାଲିଥିବା ଛକାପଞ୍ଝା ଭିତରେ ନୂତନ ମୋଡ଼ ଦେଖିବାକୁ ମିଳିଛି। ମହାରାଷ୍ଟ୍ରରେ ଶିବସେନା ନେତୃତ୍ବରେ ସରକାରରେ କରିବାକୁ  କଂଗ୍ରେସ ବିଧାୟକ ସହମତି ଦେଖାଇଛନ୍ତି। ଏହାକୁ ନେଇ କଂଗ୍ରେସ ନେତା ମଲ୍ଲିକାର୍ଜ୍ଜୁନ ଖଡ୍‌ଗେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ସହ ଚର୍ଚ୍ଚା  କରିଛନ୍ତି। ସୋନିଆ ଏହି ମାମଲା ଉପରେ ନିଷ୍ପତ୍ତି ନେବା ପରେ ମହାରାଷ୍ଟ୍ରର ରାଜନୀତିରେ ନୂତନ ଅଧ୍ୟାୟ ସୃଷ୍ଟି ହେବ। ରାଜ୍ୟରେ ସରକାର ଗଢ଼ିବା ନେଇ ଦୁଇ ସହଯୋଗୀ ବିଜେପି-ଶିବସେନା ମଧ୍ୟରେ ବିବାଦ ଚାଲିଛି। ବିଜେପି ଏବେ ସର୍ବାଧିକ ଆସନ ଜିତିଥିଲେ ମଧ୍ୟ ସରକାର ଗଢ଼ିବା ପାଇଁ ଶିବସେନାର ବିନା ସହଯୋଗରେ ମ୍ୟାଜିକ ନମ୍ୱର ଛୁଇଁବା କଷ୍ଟକର ହୋଇପଡ଼ିଛି। ତେଣୁ ବିଜେପି ସରକାର ଗଢ଼ିବ ବୋଲି ମଧ୍ୟ ଦାବି କରିପାରୁନି। ଆଜି ଶିବସେନାର ନେତା ସଞ୍ଜୟ ରାଉତ କଂଗ୍ରେସ ସହିତ ମତପାର୍ଥକ୍ୟ ରହିଛି  କିନ୍ତୁ କଂଗ୍ରେସ ଶତ୍ରୁ ନୁହେଁ ବୋଲି କହିଛନ୍ତି । ଏପରି ସମୟରେ ମହାରାଷ୍ଟ୍ରରେ ସରକାର ଗଠନ ନେଇ ଏକପ୍ରକାର ଉତ୍ସୁକତା ଲାଗି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025
Latest News

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025

୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍

December 20, 2025

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.