Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ୍ଦିପୋରାରେ ଏନ୍‌କାଉଣ୍ଟର : ଯବାନ ଶହୀଦ, 2 ଆତଙ୍କୀ ମୃତ
ଆଜିର ଖବର

ବନ୍ଦିପୋରାରେ ଏନ୍‌କାଉଣ୍ଟର : ଯବାନ ଶହୀଦ, 2 ଆତଙ୍କୀ ମୃତ

November 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ବନ୍ଦିପୋରାରେ ଏକ ଏନ୍‌କାଉଣ୍ଟର ଘଟିଛି । ଏହି ଏନକାଉଣ୍ଟରରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ଶ୍ରୀନଗରରୁ 55 କିମି ଦୂରରେ ଅବସ୍ଥାପିତ ଲଡ୍ବାରା ଗ୍ରାମରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା । ଏନ୍‌କାଉଣ୍ଟର ପରେ ସୁରକ୍ଷା ବଳ ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରିଥିଲେ । ରବିବାର ଅପରାହ୍ନରେ ସୁରକ୍ଷା ବଳଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଥିବା ବେଳେ ଆତଙ୍କୀଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.