Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଟ୍ରେନ୍‌ ମୁହାଁମୁହିଁ ଧକ୍କା : 1 ମୃତ, 20 ଆହତ
ଆଜିର ଖବର

ଦୁଇ ଟ୍ରେନ୍‌ ମୁହାଁମୁହିଁ ଧକ୍କା : 1 ମୃତ, 20 ଆହତ

November 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଗ୍ନାଲ ଫେଲ ହେବା କାରଣରୁ ହାଇଦ୍ରାବାଦ କାଚେଗୁଡା ଷ୍ଟେସନରେ ଦୁଇଟି ଟ୍ରେନ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ପ୍ରାୟ 10.30ରେ ଦୁର୍ଘଟଣା ଘଟିଥିଲା । ଏହି ଘଟଣାରେ ଜଣଙ୍କର ପ୍ରାଣହାନି ଘଟଥିବା ବେଳେ 20 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ରେଲୱେ କର୍ମଚାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ସିଗ୍‌ନାଲରେ ତ୍ରୁଟି କାରଣରୁ କର୍ଣ୍ଣୁଲରୁ ଆସୁଥିବା ହୁଣ୍ଡ୍ରି ଏକ୍ସପ୍ରେସ ଏବଂ ଏମ୍‌ଏମ୍‌ଟିଏସ୍‌ ଟ୍ରେନ୍‌ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ରେଳମନ୍ତ୍ରୀ ପୀୟୁଷ ଗୋୟଲ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହିତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତର ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଆହତଙ୍କୁ ରେଳବାଇ ପକ୍ଷରୁ ମାଗଣା ଚିକିତ୍ସା ପ୍ରଦାନ କରାଯିବ ବୋଲି ପୀୟୁଷ ଗୋୟଲ ଟ୍ବିଟ୍‌ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026
Latest News

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.