Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ 7 ହଜାର କୋଟି ନିବେଶ କରିବ ଗ୍ରେଟ୍‌ ଓ୍ବାଲ୍‌ ମୋଟର୍ସ
ଆଜିର ଖବର

ଭାରତରେ 7 ହଜାର କୋଟି ନିବେଶ କରିବ ଗ୍ରେଟ୍‌ ଓ୍ବାଲ୍‌ ମୋଟର୍ସ

November 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ ଅଟୋ ମୋବାଇଲ୍‌ କମ୍ପାନୀ ଗ୍ରେଟ୍‌ ଓ୍ବାଲ୍‌ ମୋଟର୍ସ ଭାରତରେ 7 ହଜାର କୋଟିର ନିବେଶ କରିବାକୁ ଯାଉଛି । ଗ୍ରେଟ୍‌ ଓ୍ବାଲ୍‌ ମୋଟର୍ସର ସହଯୋଗୀ କମ୍ପାନୀ ହାଭାଲ୍‌ ମୋଟର୍ସ ଇଣ୍ଡିଆ ଅକ୍ଟୋବରରେ ଭାରତରେ ନିଜର କମ୍ପାନୀ ମୁଖ୍ୟାଳୟ ନୋଇଡାରେ ପ୍ରତିଷ୍ଠା କରିଥିଲା । ଗୁରୁଗାଓଁରେ କମ୍ପାନୀର ପ୍ରଥମ ୟୁନିଟ୍‌ ସ୍ଥାପନ କରାଯିବାର ଯୋଜନା ରହିଛି । ନୂତନ ୟୁନିଟ୍‌ ସ୍ଥାପନ କରିଲେ ବର୍ତ୍ତମାନର ନିୟମ ଅନୁଯାୟୀ ମାତ୍ର 15 ପ୍ରତିଶତର କର୍ପୋରେଟ୍‌ ଟିକସ୍‌ ପ୍ରଦାନ କରିବାକୁ ପଡିବ । କମ୍ପାନୀ ପକ୍ଷରୁ ଗୁରୁଗାଓଁ ବ୍ୟତୀତ ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁର ବିଭିନ୍ନ ସ୍ଥାନରେ ଜମି ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ କମ୍ପାନୀ ପକ୍ଷରୁ ପତ୍ର ଲେଖାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.