Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାର ଗଠନ ପାଇଁ ଶିବସେନା ଅନୁରୋଧକୁ ରାଜ୍ୟପାଳଙ୍କ ପ୍ରତ୍ୟାଖ୍ୟାନ : ଏନ୍‌ସିପିକୁ ଆମନ୍ତ୍ରଣ
ଆଜିର ଖବର

ସରକାର ଗଠନ ପାଇଁ ଶିବସେନା ଅନୁରୋଧକୁ ରାଜ୍ୟପାଳଙ୍କ ପ୍ରତ୍ୟାଖ୍ୟାନ : ଏନ୍‌ସିପିକୁ ଆମନ୍ତ୍ରଣ

November 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋମବାର ମହାରାଷ୍ଟ୍ର ରାଜନୀତିରେ ଏକାସଙ୍ଗରେ ଅନେକ ମୋଡ଼ ଆସିଛି । ସରକାର ଗଠନ ପାଇଁ ଶିବସେନାର ଅନୁରୋଧକୁ ରାଜ୍ୟପାଳ ପ୍ରତ୍ୟାଖ୍ୟାନ କରିବା ସହିତ ଏନ୍‌ସିପିକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରାଯାଇଛି । ବିଜେପି ଶିବସେନା ମେଣ୍ଟ ବିଫଳ ହେବା ପରେ ବିଜେପି ସରକାର ଗଠନରୁ ନିବୃତ ରହିଥିଲା । ରାଜ୍ୟପାଳ ଭଗତ ସିଂହ କୋସ୍ୟାରୀ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ । ମାତ୍ର ଶିବସେନା ପକ୍ଷରୁ ସୋମବାର ସନ୍ଧ୍ୟାରେ ରାଜ୍ୟପାଳଙ୍କୁ ଭେଟି 48 ଘଣ୍ଟାର ସମୟ ମଗାଯାଇଥିବା ବେଳେ ରାଜ୍ୟପାଳ ଏହାକୁ ଖାରଜ କରି ଦେଇଥିଲେ । ଏହାପରେ ରାଜ୍ୟପାଳଙ୍କ ପକ୍ଷରୁ ତୃତୀୟ ବୃହତ ଦଳ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରାଯାଇଛି । ମଙ୍ଗଳବାର ରାତି 8.30 ପର୍ଯ୍ୟନ୍ତ ଶିବସେନାକୁ ସରକାର ଗଠନର ସମୟ ଦିଆଯାଇଛି । ଏନ୍‌ସିପି ନେତା ଅଜିତ ପଓ୍ବାର ରାଜ୍ୟପାଳଙ୍କୁ ଭେଟିବା ପରେ ଏହି ସୂଚନା ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.