Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶୀତକାଳୀନ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା, ଗୃହ 3ଟା ପର୍ଯ୍ୟନ୍ତ ମୁଲତବି
ଆଜିର ଖବର

ଶୀତକାଳୀନ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା, ଗୃହ 3ଟା ପର୍ଯ୍ୟନ୍ତ ମୁଲତବି

November 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର-ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । 30 କାର୍ଯ୍ୟଦିବସ ବିଶିଷ୍ଟ ଅଧିବେଶନର ପ୍ରଥମରୁ ବିରୋଧୀ ଦଳ ସରକାରଙ୍କୁ ଆକ୍ରମଣ କରିଛନ୍ତି । ବିଜେପି ପକ୍ଷରୁ ରାଜ୍ୟରେ ମହିଳାଙ୍କୁ ନିର୍ଯ୍ୟାତନା ବିରୋଧରେ ମୁଲତବୀ ପ୍ରସ୍ତାବ ଆଗତ କରିଥିବା ବେଳେ ଯାଜପୁର ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ କରାଯାଇଥିଲା । ବାଚସ୍ପତି ଏହି ମୁଲତବୀ ପ୍ରସ୍ତାବକୁ ଗ୍ରହଣ କରିବା ଦାବୀ କରି ଉଭୟ ବିଜେପି ଓ କଂଗ୍ରେସ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ। ବାଚସ୍ପତି ବାରମ୍ବାର ତାଗିତ କରିବା ସତ୍ବେ ଗୃହରେ ହଟ୍ଟଗୋଳ ଲାଗି ରହିଥିଲା। ଫଳରେ ବାଧ୍ୟ ହୋଇ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ନ 3ଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ। ଅପରାହ୍ନରେ ଆଜି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Latest News

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.