Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଗ୍ୟ ଘୋଷିତ ବିଧାୟକ ଲଢିପାରିବେ ନିର୍ବାଚନ : ସୁପ୍ରିମକୋର୍ଟ
ଆଜିର ଖବର

ଅଯୋଗ୍ୟ ଘୋଷିତ ବିଧାୟକ ଲଢିପାରିବେ ନିର୍ବାଚନ : ସୁପ୍ରିମକୋର୍ଟ

November 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Suprem Court
Suprem Court

କର୍ଣ୍ଣାଟକର 17 ଅଯୋଗ୍ୟ ଘୋଷିତ ବିଧାୟକଙ୍କ ମାମଲାରେ ରାୟ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ବିଧାୟକ ମାନଙ୍କୁ ବାଚସ୍ପତି କେ ଆର ରମେଶ କୁମାର ନିଲମ୍ବନ କରିବା ସହିତ 6 ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢିବା ଉପରେ ରୋକ ଲଗାଇଥିଲେ । ଆଜି ସୁପ୍ରିମକୋର୍ଟ ନିଜ ରାୟରେ ବାଚସ୍ପତିଙ୍କ ଏହି ନିଷ୍ପତ୍ତିକୁ ଖାରଜ କରିଦେଇଛନ୍ତି । ଏହା ଫଳରେ ଅଯୋଗ୍ୟ ଘୋଷିତ ବିଧାୟକ ମାନେ ପୁନର୍ବାର ନିର୍ବାଚନ ଲଢିବାର ସମ୍ଭାବନା ସ୍ପଷ୍ଟ ହୋଇଛି । ଉଲ୍ଲେଖଯୋଗ୍ୟ ଯେ, କର୍ଣ୍ଣାଟକରେ ବିଜେପି ସରକାର ଗଠନ ପୂର୍ବରୁ 14 କଂଗ୍ରେସ ବିଧାୟକ ଏବଂ 3 ଜଣ ଜେଡିଏସ୍‌ ବିଧାୟକଙ୍କୁ ବାଚସ୍ପତି କେ ଆର ରମେଶ କୁମାର ଅଯୋଗ୍ୟ ଘୋଷଣା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Latest News

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.