Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାବୁଲରେ କାର ବୋମା ବିସ୍ଫୋରଣ : 7 ମୃତ, 7 ଆହତ
ଆଜିର ଖବର

କାବୁଲରେ କାର ବୋମା ବିସ୍ଫୋରଣ : 7 ମୃତ, 7 ଆହତ

November 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜଧାନୀ କାବୁଲରେ ଏକ କାର ବୋମା ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 7 ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ 7 ଜଣ ଆହତ ହୋଇଛନ୍ତି । ପୁଲିସ୍‌ ଡିଷ୍ଟ୍ରିକ୍ଟ 15 ନିକଟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣର କାରଣ ସ୍ପଷ୍ଟ ହୋଇନାହିଁ ଏବଂ କୌଣସି ସଙ୍ଗଠନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରି ନାହାନ୍ତି । ଆହତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଫଗାନିସ୍ତାନ ଗୃହ ମନ୍ତ୍ରାଳୟ ମୁଖପାତ୍ର ନସ୍ରତ ରହିମି ପ୍ରକାଶ କରିଛନ୍ତି । ଆହତ ମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026
Latest News

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.