Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଙ୍ଗୁଡି ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣାରେ 7 ଅଟକ : ଶ୍ରମ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ
ଆଜିର ଖବର

ଚିଙ୍ଗୁଡି ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣାରେ 7 ଅଟକ : ଶ୍ରମ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର ଜିଲ୍ଲା ଖନ୍ତପଡ଼ା ଥାନା ଅନ୍ତର୍ଗତ ପଣପଣାରେ ଥିବା ଫାଲ୍‌କନ୍‌ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କ୍ଲୋରିନ୍‌ ଗ୍ୟାସ୍ ଲିକ୍ ଯୋଗୁ ଗତକାଲି 88 ମହିଳା କର୍ମଚାରୀ ଅଣନିଃଶ୍ୱାସୀ ହୋଇ ଅସୁସ୍ଥ ହୋଇପଡ଼ିଥିଲେ । ଏହି ଘଟଣାରେ କମ୍ପାନୀ ବିରୋଧରେ ମାମଲା ରୁଜୁ କରାଯିବା ସହ 7 ଅଧିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍‌ । ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ବାଲେଶ୍ୱର ମେଡିକାଲ୍‌ରେ ପହଞ୍ଚି ଅସୁସ୍ଥଙ୍କ ସ୍ୱାସ୍ଥାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯିବା ସହ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଫ୍ୟାକ୍ଟ୍ରିର ସମସ୍ତ କର୍ମଚାରୀଙ୍କୁ ବାହାର କରି ସିଲ୍‌ କରି ଦିଆଯାଇଛି । ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଥିବା ନେଇ ମଧ୍ୟ ଟ୍ୱିଟ୍ ଯୋଗେ ଡିଜିପି ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.