Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଡ୍‌ନ୍ୟୁଜ୍‌ ଦେବେ ଅକ୍ଷୟ : ‘ଗୁଡ୍‌ ନ୍ୟୁଜ୍‌’ର ଫାଷ୍ଟ ପୋଷ୍ଟର ରିଲିଜ୍‌
ଆଜିର ଖବର

ଗୁଡ୍‌ନ୍ୟୁଜ୍‌ ଦେବେ ଅକ୍ଷୟ : ‘ଗୁଡ୍‌ ନ୍ୟୁଜ୍‌’ର ଫାଷ୍ଟ ପୋଷ୍ଟର ରିଲିଜ୍‌

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅକ୍ଷୟ କୁମାରଙ୍କ ଅପ୍‌କମିଙ୍ଗ ଫିଲ୍ମ ’ଗୁଡ୍‌ ନ୍ୟୁଜ୍‌’ର ଫାଷ୍ଟ ପୋଷ୍ଟର ରିଲିଜ୍‌ ହୋଇଛି । ଅକ୍ଷୟ କୁମାର ସୋସିଆଲ୍‌ ମିଡ଼ିଆ ଆକାଉଣ୍ଟରେ ଏହି ପୋଷ୍ଟରକୁ ସେୟାର କରିଛନ୍ତି । ଏହି ପୋଷ୍ଟରରେ ଅକ୍ଷୟ କୁମାର ଦୁଇ ଗର୍ଭବତୀ ମହିଳାଙ୍କ ମଧ୍ୟରେ ଫସି ରହିଥିବାର ଦେଖାଯାଇଛି । ଫିଲ୍ମଟି ଚଳିତ କ୍ରିଶ୍‌ମାସ୍‌ ଅବସରରେ ପରଦା ଉପରକୁ ଆସିବ । ସେହିପରି ଆଉ ଗୋଟେ ପୋଷ୍ଟରେ କରୀନା ଓ କିଆରାଙ୍କୁ ବେବି ବମ୍ପ୍‌ ଫ୍ଲାଣ୍ଟ୍‌ କରୁଥିବାର ନଜର ଆସିଥିବାବେଳେ ଏହା ମଝିରେ ଅକ୍ଷୟ କୁମାର ଓ ଦିଲିଜିତ୍‌ ଦୋସାଞ୍ଜ ରହିଛନ୍ତି ।  ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କ ସହିତ କରୀନା କପୁର୍‌ ନଜର ଆସିବାକୁ ଥିବାବେଳେ ଦିଲ୍‌ଜିତ୍‌ ଓ କିଆରାଙ୍କୁ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଚରିତ୍ରରେ ଦେଖିବାକୁ ମିଳିବ । ଧର୍ମା ପ୍ରଡକ୍ସନ୍‌ ଦ୍ବାରା ପ୍ରସ୍ତୁତ ଏହି ଫିଲ୍ମଟି ସରୋଗେସି ଉପରେ ଆଧାରିତ ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.