Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଫେଲ୍‌ ମାମଲାରେ କେନ୍ଦ୍ର ସରକାରଙ୍କୁ ଆଶ୍ବସ୍ତି : ପୁନର୍ବାର ଆବେଦନକୁ ଖାରଜ୍‌ କଲେ ଉଚ୍ଚତମ ନ୍ୟାୟାଳୟ
ଆଜିର ଖବର

ରାଫେଲ୍‌ ମାମଲାରେ କେନ୍ଦ୍ର ସରକାରଙ୍କୁ ଆଶ୍ବସ୍ତି : ପୁନର୍ବାର ଆବେଦନକୁ ଖାରଜ୍‌ କଲେ ଉଚ୍ଚତମ ନ୍ୟାୟାଳୟ

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SC on Rafel case
SC on Rafel case

ନୂଆଦିଲ୍ଲୀ: 14/11 ( ଏଜେନ୍ସି)

ରାଫେଲ୍‌ ଯୁଦ୍ଧ ବିମାନ ମାମଲାରେ କେନ୍ଦ୍ର ସରକାରଙ୍କୁ ଆଶ୍ବସ୍ତି ମିଳିଛି। ଉଚ୍ଚତମ ନ୍ୟାୟାଳୟ ୧୪ଟି ରାଫେଲ୍‌ ଯୁଦ୍ଧ ବିମାନର ଯାଞ୍ଚ ମାମଲାରେ ଦାଖଲ ହୋଇଥିବା ଯାଚିକାକୁ ଖାରଜ କରିଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇଙ୍କ ନେତୃତ୍ବରେ ଗଠିତ ତିନି ଜଣିଆ ଖଣ୍ଡପୀଠ କରିଛନ୍ତି। ଏଥିରେ ବିଚାରପତି ସଞ୍ଜୟ କିଶନ୍‌ କୌଲ୍‌ ଏବଂ ବିଚାରପତି କେ.ଏମ୍‌. ଯୋଶେଫ୍‌ ସାମିଲ୍‌ ରହିଛନ୍ତି। ରାଫେଲ୍‌କୁ ନେଇ ହୋଇଥିବା ନିଷ୍ପତ୍ତି ବିରୋଧରେ ୨୦୧୮ ମସିହା ଡିସେମ୍ବର ୧୪ରେ ଦାଖଲ ଅନିୟମତତା ହୋଇଥିବା ଅଭିଯୋଗରେ କରାଯାଇଥିବା ରିଭ୍ୟୁ ପିଟିସନ୍‌କୁ ଖାରଜ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦାଖଲ ଦସ୍ତାବିଜ୍‌ରେ ପର୍ଯ୍ୟାପ୍ତ ପ୍ରମାଣ ଥିବା କାରଣରୁ ଏହି ରାଫେଲ୍‌ ଡିଲ୍‌ ଉପରେ ପୁନର୍ବାର ଯାଞ୍ଚ କିମ୍ବା ଏଫଇଆଇଆରର ଆବଶ୍ୟକତା ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ୨୦୧୮ ମସିହା ଡିସେମ୍ବର ୧୪ ତାରିଖରେ ସୁପ୍ରିମକୋର୍ଟ ରାଫେଲ ଡିଲକୁ ନେଇ ନିଜ ନିଷ୍ପତିରେ କ୍ଲିନ ଚିଟ ପ୍ରଦାନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Latest News

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.