Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ପେସର୍‌ଙ୍କୁ ସଫଳତା : ବାଂଲାଦେଶ 150ରେ ଅଲ୍‌ଆଉଟ୍‌
ଆଜିର ଖବର

ଭାରତୀୟ ପେସର୍‌ଙ୍କୁ ସଫଳତା : ବାଂଲାଦେଶ 150ରେ ଅଲ୍‌ଆଉଟ୍‌

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବାଂଲାଦେଶ 150 ରନ୍‌ରେ ଅଲଆଉଟ ହୋଇଛି । ଭାରତୀୟ ପେସ୍‌ ବୋଲରଙ୍କ ସଫଳତା ଫଳରେ ଭାରତ ଡ୍ରାଇଭର ସିଟ୍‌ରେ ରହିଛି । ଭାରତୀୟ ପେସ୍‌ ବୋଲର ନିଜ ମଧ୍ୟରେ 7ଟି ଓ୍ବିକେଟ୍‌ ବାଣ୍ଟି ନେଇଥିଲେ । ଭାରତ ପକ୍ଷରୁ ମହମ୍ମଦ ସାମି ସର୍ବାଧିକ 3ଟି ଓ୍ବିକେଟ ଅକ୍ତିଆର କରିଥିବା ବେଳେ ଉମେଶ ଯାଦବ, ଇଶାନ୍ତ ଶର୍ମା ଏବଂ ଅଶ୍ବିନ୍‌ ପ୍ରତ୍ୟୋକ ଦୁଇଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ବାଂଲାଦେଶ ପକ୍ଷରୁ ମୁସଫିକର ରହିମ୍‌ ସର୍ବାଧିକ 43 ରନ୍‌ ସଂଗ୍ରହ କରିଥିବା ବେଳେ ଅଧିନାୟକ ମୋମିନୁଲ ହକ୍‌(37) ରନ୍‌ ସଂଗ୍ରହ କରିଥିଲେ । 114 ରନ୍‌ରେ 4 ଓ୍ବିକେଟ୍‌ ହରାଇଥିବା ବେଳେ ଶେଷ 6 ଓ୍ବିକେଟ୍‌ ମାତ୍ର 36 ରନ୍‌ରେ ହରାଇଥିଲା । ଜବାବରେ ଭାରତ 56 ରନ୍‌ରେ ରୋହିତ ଶର୍ମାଙ୍କ ଓ୍ବିକେଟ୍‌ ହରାଇଛି । ମାତ୍ର 6 ରନ୍‌ କରି ରୋହିତ ଆବୁ ଜାୟେଦ୍‌ଙ୍କ ଶିକାର ହୋଇଥିବା ବେଳେ ପୂଜାରା (34) ଏବଂ ମୟଙ୍କ (16) ବ୍ୟାଟିଂ କରୁଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Latest News

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.