Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବ ସାମ୍ବାଦିକ ପ୍ରଶାନ୍ତ ନାୟକଙ୍କ ପରଲୋକ
ଆଜିର ଖବର

ଯୁବ ସାମ୍ବାଦିକ ପ୍ରଶାନ୍ତ ନାୟକଙ୍କ ପରଲୋକ

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର ନିବାସୀ ଯୁବ ସାମ୍ବାଦିକ ପ୍ରଶାନ୍ତ କୁମାର ନାୟକଙ୍କ ପରଲୋକ ଘଟିଛି । ଆଜି ସକାଳ ୫ଟାରେ ଭୁବନେଶ୍ବରସ୍ଥିତ ଏମସ୍‌ ହସ୍ପପିଟାଲ୍‌ଠାରେ ତାଙ୍କର ମୃତ୍ୟୁ ହୋଇଛି। ସାମ୍ବାଦିକ ଜଣକ ୬ମାସ ଧରି କର୍କଟ ରୋଗରେ ଆକ୍ରାନ୍ତ ଥିଲେ। ଜଣେ ଦକ୍ଷ ସାମ୍ବାଦିକ  ଭାବେ ଦୈନିକ ଓଡ଼ିଆ ପେପରରେ କାର୍ଯ୍ୟରତ ଥିଲେ ପ୍ରଶାନ୍ତ। ତତ୍‌ସହିତ ସେ ଶାଳିଆ ପ୍ରେସ୍‌ କ୍ଲବ୍‌ ଓ ଉତ୍କଳ ସାମ୍ବାଦିକ ସାମ୍ବାଦିକ ସଂଘର ସକ୍ରିୟ ସଦସ୍ୟ ଭାବରେ ବେଶ୍‌ ଜଣାଶୁଣା ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳ ତଥା ସାମ୍ବଦିକଙ୍କ ଗହଣରେ ଶୋକର ଛାୟା ଖେଳି ଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନୀ ଖେଳାଳିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ!: ବିସିସିଆଇ ଦାଖଲ କଲା ଅଭିଯୋଗ

September 25, 2025

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

September 25, 2025

ନବରାତ୍ରୀର ଚତୁର୍ଥ ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 25, 2025

ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ TPCODL ର ଇଂଜିନିୟର

September 25, 2025
Latest News

ପାକିସ୍ତାନୀ ଖେଳାଳିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ!: ବିସିସିଆଇ ଦାଖଲ କଲା ଅଭିଯୋଗ

September 25, 2025

ଘୋଷଣା ହେଲା ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ: ବାଦ ପଡିଲେ କରୁଣ ନାୟାର

September 25, 2025

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

September 25, 2025

ନବରାତ୍ରୀର ଚତୁର୍ଥ ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 25, 2025

ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ TPCODL ର ଇଂଜିନିୟର

September 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.