Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅସୁରକ୍ଷିତ ପ୍ରସବ : ଆଖି ବୁଜିଲେ 3 ନବଜାତ
ଆଜିର ଖବର

ଅସୁରକ୍ଷିତ ପ୍ରସବ : ଆଖି ବୁଜିଲେ 3 ନବଜାତ

November 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଦ୍ରକ ରେଳ ଷ୍ଟେସନରେ ଅସୁରକ୍ଷିତ ପ୍ରସବ କାରଣରୁ 3 ନବଜାତ ଶିଶୁଙ୍କ ପ୍ରାଣହାନି ଘଟିଛି । ବେଙ୍ଗାଲୁରୁ-ଗୌହାଟୀ ଏକ୍ସପ୍ରେସ୍‌ରେ ଯାଉଥିବା ମହିଳା ଜଣଙ୍କ ଭଦ୍ରକ ରେଳ ଷ୍ଟେସନ୍‌ରେ ପ୍ରସବ କରିଥିଲେ । ଆସାମର ଏହି ମହିଳାଙ୍କୁ ରେଳବାଇ ପୁଲିସ୍‌ ପକ୍ଷରୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅସୁରକ୍ଷିତ ପ୍ରସବ କାରଣରୁ ତିନି ଶିଶୁଙ୍କ ପ୍ରାଣ ହାନି ଘଟିଥିବା ବେଳେ ମହିଳା ଜଣଙ୍କ ସୁସ୍ଥ ରହିଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Latest News

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.