Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ସରକାର ଗଢିବାକୁ ପ୍ରସ୍ତୁତ ହେଲେ ଶିବସେନା, ଏନ୍‌ସିପି ଓ କଂଗ୍ରେସ, ଆସନ୍ତା କାଲି ରାଜ୍ୟପାଳଙ୍କୁ ଭେଟିବେ
ଆଜିର ଖବର

ମହାରାଷ୍ଟ୍ରରେ ସରକାର ଗଢିବାକୁ ପ୍ରସ୍ତୁତ ହେଲେ ଶିବସେନା, ଏନ୍‌ସିପି ଓ କଂଗ୍ରେସ, ଆସନ୍ତା କାଲି ରାଜ୍ୟପାଳଙ୍କୁ ଭେଟିବେ

November 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ସମୟରେ ଏନ୍‌ସିପି, କଂଗ୍ରେସ ଓ ଶିବସେନା ରାଜ୍ୟରେ ସରକାର ଗଢିବାକୁ ନେଇ ପ୍ରସ୍ତୁତ ହୋଇସାରିଲେଣି। ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ରହିଥିବା ସସ୍‌ପେନ୍ସ ଉପରୁ ବହୁ୍‌ ଶୀଘ୍ର ପରଦା ଉଠିବାକୁ ଯାଉଛି । ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)ର ପ୍ରମୁଖ ଶରଦ ପାଓ୍ବାର କହିଛନ୍ତି ଯେ, ରାଜ୍ୟରେ ସରକାର ଗଠନ ହେବା ପ୍ରକ୍ରିୟା ଆରମ୍ଭ ହୋଇଗଲାଣି । ଯିଏ ବି ସରକାର ଗଢିବ, ତାହା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଚାଲିବ  ଇତିମଧ୍ୟରେ ଶିବସେନା, ଏନ୍‌ସିପି ଓ କଂଗ୍ରେସର ନେତାମାନେ ଗତକାଲି ଅର୍ଥାତ୍‌ ଶନିବାର ଦିନ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ସହ ସାକ୍ଷାତ କରି ସମୟ ମାଗିଛନ୍ତି । ଏହି ତିନି ରାଜନୈତିକ ଦଳ ଏହି ସମୟରେ ଚାଷୀଙ୍କ ସମସ୍ୟାକୁ ନେଇ ଆଲୋଚନା କରିଛନ୍ତି । ମହାରାଷ୍ଟ୍ରରେ ସରକାର ଗଢିବାକୁ ନେଇ ତିନି ଦଳଙ୍କ ମଧ୍ୟରେ ଫର୍ମୁଲା ପ୍ରସ୍ତୁତ ହୋଇଯାଇଛି । ମିଳିଥିବା ସୂତ୍ରରୁ ଶିବସେନା  ମୁଖ୍ୟମନ୍ତ୍ରୀ ପଦରେ ରହିବାକୁ ଥିବାବେଳେ ଉପମୁଖ୍ୟମନ୍ତ୍ରୀ ପଦରେ ଉଭୟ କଂଗ୍ରେସ ଓ ଏନ୍‌ସିପି ରହିବେ ।  ଏହି ତିନି ଦଳ ଆସନ୍ତା କାଲି ରାଜ୍ୟପାଳଙ୍କ ଭେଟି ସରକାର ଗଠନକୁ ନେଇ ଚର୍ଚ୍ଚା କରିପାରନ୍ତି ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026

ୟୁପି ନିର୍ବାଚନରେ ​​ଆପ-ସପା ମଧ୍ୟରେ ମେଣ୍ଟ ହେବ କି?: ଅଖିଳେଶ ଯାଦବଙ୍କୁ ଭେଟିଲେ ସଂଜୟ ସିଂହ 

August 23, 2026

ପୁଣି ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କଲେ ପାଡିକ୍କଲ୍: ରଚିଲେ ଇତିହାସ

August 23, 2026

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026
Latest News

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026

ୟୁପି ନିର୍ବାଚନରେ ​​ଆପ-ସପା ମଧ୍ୟରେ ମେଣ୍ଟ ହେବ କି?: ଅଖିଳେଶ ଯାଦବଙ୍କୁ ଭେଟିଲେ ସଂଜୟ ସିଂହ 

August 23, 2026

ପୁଣି ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କଲେ ପାଡିକ୍କଲ୍: ରଚିଲେ ଇତିହାସ

August 23, 2026

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.