Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶେଷ କାର୍ଯ୍ୟଦିବସରେ ଜଷ୍ଟିସ୍‌ ଗୋଗେଇଙ୍କୁ ଦିଆଗଲା ବିଦାୟକାଳୀନ ସମ୍ବର୍ଦ୍ଧନା
ଆଜିର ଖବର

ଶେଷ କାର୍ଯ୍ୟଦିବସରେ ଜଷ୍ଟିସ୍‌ ଗୋଗେଇଙ୍କୁ ଦିଆଗଲା ବିଦାୟକାଳୀନ ସମ୍ବର୍ଦ୍ଧନା

November 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କର ଶୁକ୍ରବାର ଥିଲା ଶେଷ କାର୍ଯ୍ୟଦିବସ। ଏହି ଅବସରରେ ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନଭେମ୍ବର ୧୭ରେସେ ଅବସର ଗ୍ରହଣ କରିବେ। ନଭେମ୍ବର ୧୮ରେ ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ। ନିଜ କାର୍ଯ୍ୟକାଳର ଶେଷ ଦିନରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ କିଛି ସମୟ ପାଇଁ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଭାର ସମ୍ଭାଳିଥିଲେ। ପରମ୍ପରା ଅନୁସାରେ ସିଜେଆଇ ଗୋଗୋଇ ନିଜ ଉତ୍ତରାଧିକାରୀ ବିଚାରପତି ଏସ୍‌.ଏ. ବୋବଡେଙ୍କ ସହ କୋର୍ଟରେ ବସିଥିବାବେଳେ ଏହି ସମୟରେ ମାତ୍ର ୩ମିନିଟ୍‌ରେ ସେ ୧୦ଟି ମାମଲାରେ ନୋଟିସ ଜାରି କରିଥିଲେ ।  ଶାବରୀମାଲା, ରାଫେଲ୍‌, ଅଯୋଧ୍ୟା ପରି ବହୁ ଗୁରୁତ୍ବପୂର୍ଣ୍ଣ ମାମଲାର ଶୁଣାଣି କରିଛନ୍ତି ବିଚାରପତି ରଞ୍ଜନ ଗୋଗେଇ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.