Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଗଳା କୁକୁର ଆତଙ୍କ : ୩୦ଜଣଙ୍କୁ କାମୁଡିଲା
ଆଜିର ଖବର

ପାଗଳା କୁକୁର ଆତଙ୍କ : ୩୦ଜଣଙ୍କୁ କାମୁଡିଲା

November 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା ସହରରେ ପାଗଳା କୁକୁରଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିରେ ଜଣେ ଶିଶୁଙ୍କ ସମେତ ୩୦ଜଣ ଆହତ ହୋଇଛନ୍ତି ।  ଗତକାଲିଠାରୁ ରାଉରକେଲା ଡେଲି ମାର୍କେଟରେ ଏକ ପାଗଳା କୁକୁର ଆତଙ୍କ ସୃଷ୍ଟି କରିଛି । ଗତକାଲି ଏହାର ଆକ୍ରମଣରେ ୨୫ଜଣ ଆହତ ହୋଇଥିବା ବେଳେ ଆଜି ଆଉ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କେତେକ ଶିଶୁ ମଧ୍ୟ ରହିଛନ୍ତି । ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଛି । ତେବେ ପ୍ରଶାସନ ଏହି ଦିଗରେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନ: ଗିରଫ ହେଲା ନୂତନ ISI ଗୁପ୍ତଚର, ପାକିସ୍ତାନକୁ ଦେଉଥିଲା ଗୁପ୍ତ ସୂଚନା

September 25, 2025

‘ଏକ ଦିନ-ଏକ ସାଥ-ଏକ ଘଣ୍ଟା’ କାର୍ଯ୍ୟକ୍ରମ ସହିତ ସ୍ୱଚ୍ଛତା ହିଁ ସେବା-୨୦୨୫ ଅଭିଯାନ ଜାରି

September 25, 2025

ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି

September 25, 2025

ପାକିସ୍ତାନୀ ଖେଳାଳିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ!: ବିସିସିଆଇ ଦାଖଲ କଲା ଅଭିଯୋଗ

September 25, 2025
Latest News

ରାଜସ୍ଥାନ: ଗିରଫ ହେଲା ନୂତନ ISI ଗୁପ୍ତଚର, ପାକିସ୍ତାନକୁ ଦେଉଥିଲା ଗୁପ୍ତ ସୂଚନା

September 25, 2025

ସୋନମ ୱାଙ୍ଗଚୁକ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ: ଏନଜିଓର ବିଦେଶୀ ପାଣ୍ଠି ଲାଇସେନ୍ସକୁ ବାତିଲ କଲା କେନ୍ଦ୍ର

September 25, 2025

ଓଡ଼ିଶାକୁ 1,700 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ ପ୍ରଧାନମନ୍ତ୍ରୀ

September 25, 2025

‘ଏକ ଦିନ-ଏକ ସାଥ-ଏକ ଘଣ୍ଟା’ କାର୍ଯ୍ୟକ୍ରମ ସହିତ ସ୍ୱଚ୍ଛତା ହିଁ ସେବା-୨୦୨୫ ଅଭିଯାନ ଜାରି

September 25, 2025

ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି

September 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.