Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନ: ବିଜୟୀ ହେଲେ ଗୋଟାବାୟା
ଆଜିର ଖବର

ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନ: ବିଜୟୀ ହେଲେ ଗୋଟାବାୟା

November 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀଲଙ୍କାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳର ପ୍ରାର୍ଥୀ ଗୋଟବାୟା ରାଜପକ୍ଷ ବିଜୟୀ ହୋଇଛନ୍ତି । ସେ ଶ୍ରୀଲଙ୍କାରେ କ୍ଷମତାସୀନ ଦଳର ପ୍ରାର୍ଥୀ ସଜୀତ ପ୍ରେମଦାସଙ୍କୁ ବଡ ବ୍ୟବଧାନରେ ପରାସ୍ତ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଟବାୟା ରାଜପକ୍ଷଙ୍କୁ ବିଜୟରୁ ଶୁଭେଚ୍ଛା ଜଣାଇଛନ୍ତି । ଦୁଇ ଦେଶ ଏବଂ ନାଗରିକଙ୍କ ମଧ୍ୟରେ ଥିବା ଘନିଷ୍ଠ ସମ୍ପର୍କକୁ ପ୍ରଗାଡ କରିବା, ଶାନ୍ତି ଏବଂ ସମୃଦ୍ଧି ସହ ଆଞ୍ଚଳିକ ସୁରକ୍ଷା ପାଇଁ ଆପଣଙ୍କ ସହ ମିଶି କାମ କରିବାକୁ ଆଶା କରୁଛନ୍ତି ବୋଲି ଟୁଇଟ୍‌ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଆନୁଷ୍ଠାନିକ ଭାବେ ଏହା ଘୋଷଣା ହୋଇନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.