Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ : ୩ଟା ଯାଏଁ ମୁଲତବୀ
ଆଜିର ଖବର

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ : ୩ଟା ଯାଏଁ ମୁଲତବୀ

November 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ପଞ୍ଚମ ଦିନ । ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ହିଁ ହଟ୍ଟଗୋଳ ଦେଖାଦେଇଛି । କଂଗ୍ରେସ ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିବାରୁ ବାଚସ୍ପତି ସୂର୍ଯ୍ୟ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।  ଆଜି ଗୋଟିଏ ପଟେ ବିରୋଧୀ ବିଜେପି ଦଳ ଗୃହକୁ ନ ଆସିବା ବେଳେ କଂଗ୍ରେସ ଚାଷୀ ପ୍ରସଙ୍ଗ ନେଇ ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗରେ ବିଭାଗୀୟ ମନ୍ତ୍ରୀ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ କଂଗ୍ରେସ ନେତା ମାନେ ଚାଷୀ ପ୍ରସଙ୍ଗ ନେଇ ଗୃହ ମଧ୍ୟକୁ ଆସି ପ୍ରବଳ ପାଟିତୁଣ୍ଡ କରିଥିଲେ । ମଣ୍ଡିରୁ ଚାଷୀର ଧାନ ଉଠୁନି । ଟୋକନ୍‌ ବ୍ୟବସ୍ଥାରେ ଚାଷୀଙ୍କୁ ଟୋକନ ଲାଗୁ ହୋଇ ନାହିଁ । ଏହି ସବୁ ପ୍ରଶ୍ନ ନେଇ କଂଗ୍ରେସ ହୋହଲ୍ଲା କରିଥିଲା । ଏହା ସହ ବିଜେପି ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗରେ ଗତ ଶନିବାର ଭଳି ଆଜି ମଧ୍ୟ ଗାନ୍ଧି ପ୍ରତିମୂର୍ତ୍ତି ନିକଟରେ ଧାରଣା ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଗାନ୍ଧୀଜୀଙ୍କ ଦୃଷ୍ଟିକୋଣରେ ନାରୀ’ ବିଷୟରେ ଆଲୋଚନାଚକ୍ର

September 25, 2025

ୟୁ.ଏ.ଏସ୍‌. ଲାଗୁ କରିବା ପୂର୍ବରୁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦିଆଯାଉ: ସମନ୍ୱୟ ସମିତି

September 25, 2025

ରାଜସ୍ଥାନ: ଗିରଫ ହେଲା ନୂତନ ISI ଗୁପ୍ତଚର, ପାକିସ୍ତାନକୁ ଦେଉଥିଲା ଗୁପ୍ତ ସୂଚନା

September 25, 2025

‘ଏକ ଦିନ-ଏକ ସାଥ-ଏକ ଘଣ୍ଟା’ କାର୍ଯ୍ୟକ୍ରମ ସହିତ ସ୍ୱଚ୍ଛତା ହିଁ ସେବା-୨୦୨୫ ଅଭିଯାନ ଜାରି

September 25, 2025
Latest News

‘ଗାନ୍ଧୀଜୀଙ୍କ ଦୃଷ୍ଟିକୋଣରେ ନାରୀ’ ବିଷୟରେ ଆଲୋଚନାଚକ୍ର

September 25, 2025

ୟୁ.ଏ.ଏସ୍‌. ଲାଗୁ କରିବା ପୂର୍ବରୁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦିଆଯାଉ: ସମନ୍ୱୟ ସମିତି

September 25, 2025

ରାଜସ୍ଥାନ: ଗିରଫ ହେଲା ନୂତନ ISI ଗୁପ୍ତଚର, ପାକିସ୍ତାନକୁ ଦେଉଥିଲା ଗୁପ୍ତ ସୂଚନା

September 25, 2025

ସୋନମ ୱାଙ୍ଗଚୁକ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ: ଏନଜିଓର ବିଦେଶୀ ପାଣ୍ଠି ଲାଇସେନ୍ସକୁ ବାତିଲ କଲା କେନ୍ଦ୍ର

September 25, 2025

ଓଡ଼ିଶାକୁ 1,700 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ ପ୍ରଧାନମନ୍ତ୍ରୀ

September 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.