Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ : ୩ଟା ଯାଏଁ ମୁଲତବୀ
ଆଜିର ଖବର

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ : ୩ଟା ଯାଏଁ ମୁଲତବୀ

November 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ପଞ୍ଚମ ଦିନ । ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ହିଁ ହଟ୍ଟଗୋଳ ଦେଖାଦେଇଛି । କଂଗ୍ରେସ ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିବାରୁ ବାଚସ୍ପତି ସୂର୍ଯ୍ୟ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।  ଆଜି ଗୋଟିଏ ପଟେ ବିରୋଧୀ ବିଜେପି ଦଳ ଗୃହକୁ ନ ଆସିବା ବେଳେ କଂଗ୍ରେସ ଚାଷୀ ପ୍ରସଙ୍ଗ ନେଇ ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗରେ ବିଭାଗୀୟ ମନ୍ତ୍ରୀ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ କଂଗ୍ରେସ ନେତା ମାନେ ଚାଷୀ ପ୍ରସଙ୍ଗ ନେଇ ଗୃହ ମଧ୍ୟକୁ ଆସି ପ୍ରବଳ ପାଟିତୁଣ୍ଡ କରିଥିଲେ । ମଣ୍ଡିରୁ ଚାଷୀର ଧାନ ଉଠୁନି । ଟୋକନ୍‌ ବ୍ୟବସ୍ଥାରେ ଚାଷୀଙ୍କୁ ଟୋକନ ଲାଗୁ ହୋଇ ନାହିଁ । ଏହି ସବୁ ପ୍ରଶ୍ନ ନେଇ କଂଗ୍ରେସ ହୋହଲ୍ଲା କରିଥିଲା । ଏହା ସହ ବିଜେପି ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗରେ ଗତ ଶନିବାର ଭଳି ଆଜି ମଧ୍ୟ ଗାନ୍ଧି ପ୍ରତିମୂର୍ତ୍ତି ନିକଟରେ ଧାରଣା ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Latest News

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.