Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ସେଲ୍‌ ଟ୍ୟାକ୍ସ ଅଫିସ୍‌ରେ ଅଗ୍ନିକାଣ୍ଡ
ଆଜିର ଖବର

ଦିଲ୍ଲୀ ସେଲ୍‌ ଟ୍ୟାକ୍ସ ଅଫିସ୍‌ରେ ଅଗ୍ନିକାଣ୍ଡ

November 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
free house
free house

ଦିଲ୍ଲୀ ଆଇଟିଓରେ ଥିବା ସେଲ୍‌ ଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଅଫିସ୍‌ର ୧୩ ମହଲାରୁ ଧୂଆଁ ବାହାରୁଥିବାର ସୂଚନା ରହିଥିଲା। ଏହି ରୁମ୍‌ରେ ଅଫିସର କିଛି ଜିନିଷପତ୍ର ରହୁଥିବାର ସୂଚନା ରହିଛି।  ଏହି ଖବର ମିଳିବା ପରେ ସେଠାରେ ୫ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ପ୍ରାୟ ୧ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ଏଥିରେ କେହି ମୃତାହତ ହେବାର ସୂଚନା ମିଳି ନାହିଁ। ନିଆଁ ଲାଗିବାର କାରଣ ଏବେବି ଅସ୍ପଷ୍ଟ ରହିଥିବାବେଳେ ଏହାର ତଦନ୍ତ କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ବିଜେପି ର ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ସରକାରୀ ବାସଭବନରେ ପଦ୍ମ ଧରିଲେ ବିଜେଡ଼ି କର୍ମୀ

April 17, 2026

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

April 17, 2026
Latest News

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ବିଜେପି ର ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ସରକାରୀ ବାସଭବନରେ ପଦ୍ମ ଧରିଲେ ବିଜେଡ଼ି କର୍ମୀ

April 17, 2026

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

April 17, 2026

୧୭ ସିଆରସିସିଙ୍କ ସାମୂହିକ ଇସ୍ତଫା

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.