Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏସ୍‌ୟୁର ଘରୋଇକରଣ ପ୍ରସ୍ତାବ : ସର୍ବଦଳୀୟ ବୈଠକ ପାଇଁ ମମତାଙ୍କ ଦାବି
ଆଜିର ଖବର

ପିଏସ୍‌ୟୁର ଘରୋଇକରଣ ପ୍ରସ୍ତାବ : ସର୍ବଦଳୀୟ ବୈଠକ ପାଇଁ ମମତାଙ୍କ ଦାବି

November 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଏସ୍‌ୟୁର ଘରୋଇକରଣ ନିଷ୍ପତ୍ତିକୁ ବିଭିନ୍ନ ବିରୋଧୀ ଦଳଙ୍କ ପକ୍ଷରୁ ବିରୋଧ କରାଯାଇଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସର୍ବଦଳୀୟ ବୈଠକର ଦାବି କରିଛନ୍ତି । ଗୁରୁବାର ମମତା କହିଛନ୍ତି କୌଣସି ନିଷ୍ପତ୍ତି ପୂର୍ବରୁ ମୋଦି ସରକାର ବିଶେଷଜ୍ଞଙ୍କ ପରାମର୍ଶ ନେବା ସହିତ ଏକ ସର୍ବଦଳୀୟ ବୈଠକ ଡକାଇବା ଉଚିତ୍‌ ବୋଲି ମମତା କହିଛନ୍ତି । ପିଏସ୍‌ୟୁ ଗୁଡିକର ଘରୋଇକରଣ କରି ବର୍ତ୍ତମାନର ସଙ୍କଟର ମୁକାବିଲା କରିବା ଏକ ଅସ୍ଥାୟୀ ସମାଧାନ । ଅର୍ଥନୈତିକ ମାନ୍ଦାବସ୍ଥାର ମୁକାବିଲା ପାଇଁ ସୁଦୀର୍ଘ ଯୋଜନା ଆବଶ୍ୟକ ବୋଲି ମୁର୍ସିଦାବାଦର ବରହମ୍‌ପୁରରେ ମମତା ପ୍ରକାଶ କରିଛନ୍ତି । ଘରୋଇକରଣ ପ୍ରକ୍ରିୟା ଦ୍ବାରା ଅନେକ ନୂତନ ସମସ୍ୟା ସୃଷ୍ଟି ହେବ ବୋଲି ମମତା ମତ ଦେଇଛନ୍ତି ।

mamta pmmodi psu
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026
Latest News

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.