Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଉଣୀ ମୃତ୍ୟୁ ପରେ ଧର୍ମଭାଇର ଆତ୍ମହତ୍ୟା
ଆଜିର ଖବର

ଭଉଣୀ ମୃତ୍ୟୁ ପରେ ଧର୍ମଭାଇର ଆତ୍ମହତ୍ୟା

November 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଉଣୀ ଆତ୍ମହତ୍ୟାରେ ମ୍ରିୟମାଣ ହୋଇ ଧରମ ଭାଇ ଆତ୍ମହତ୍ୟା କରିଛନ୍ତି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ବାଲିପାଟଣାରେ ଏହି ଘଟଣା ଘଟିଛି । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଆଜି ଅପରାହ୍ନରେ କବିତା ସାମଲ୍‌ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସ୍ବାମୀ ଅକ୍ଷୟ ଓ ଧର୍ମଭାଇ ବୁଲୁ ମିଶି କବିତାଙ୍କୁ ଗୁରୁତର ଅବସ୍ଥାରେ ମଣିଜଙ୍ଗା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ବୁଲୁ ସମ୍ପୂର୍ଣ୍ଣ ଭାଙ୍ଗି ପଡି ଡାକ୍ତରଖାନା ପଛପାଖରେ ଆତ୍ମହତ୍ୟା କରିଥିଲେ । ପୁଲିସ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ।

suicide
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.