Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଶା ବେପାର ଅଭିଯୋଗ : କନେଷ୍ଟବଳ ନିଲମ୍ବିତ
ଆଜିର ଖବର

ନିଶା ବେପାର ଅଭିଯୋଗ : କନେଷ୍ଟବଳ ନିଲମ୍ବିତ

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜଧାନୀରେ ନିଶା ବେପାର ଚଳାଇଥିବା ଅଭିଯୋଗରେ କନଷ୍ଟେବଲ ଜାନକୀ ବଲ୍ଲଭ ଭାରିମଲ୍ଲ ଚାକିରିରୁ ବିଦା ହୋଇଛନ୍ତି । ଭାରିମଲ୍ଲଙ୍କୁ କମିଶନରେଟ ପୁଲିସ୍‌ ଡିସିପି ଚାକିରିରୁ ବହିଷ୍କାର କରିଛନ୍ତି । ବ୍ରାଉନସୁଗର ବିକ୍ରି ଅଭିଯୋଗରେ ଗିରଫ ହୋଇ ଏବେ ଜେଲ୍‌ରେ ଥିବା ଭାରିମଲ୍ଲଙ୍କୁ ଶେଷରେ ଚାକିରି ହରାଇବାକୁ ପଡିଛି । ପଚରାଉଚରା ସମୟରେ ସେ ଏକାଧିକ ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ଜଣା ପଡ଼ିଥିଲା । ଅଧିକ ଖୋଳତାଡ଼ ପରେ ମୋ’ ସରକାର ଓ 5ଟି ଯୋଜନା ଅନୁଯାୟୀ ତାଙ୍କୁ ଚାକିରିରୁ ବିଦା କରିଛନ୍ତି ଡିସିପି ଅନୁପ ସାହୁ ।

constable drugs police suspend
Share. Facebook Twitter LinkedIn Email WhatsApp Copy Link

Related Posts

ଅପହୃତ ୭ ବର୍ଷର ନାବାଳିକା ସୁରକ୍ଷିତ ଉଦ୍ଧାର: ଜଣେ ଅଟକ

August 31, 2026

ରାୟଗଡ଼ାରେ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଗଣତି: ବାହାରିଲା କୋଟି କୋଟି ଟଙ୍କା

August 31, 2026

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୭ ମୃତ, ୨୪ ଆହତ

August 31, 2026

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026
Latest News

ଅପହୃତ ୭ ବର୍ଷର ନାବାଳିକା ସୁରକ୍ଷିତ ଉଦ୍ଧାର: ଜଣେ ଅଟକ

August 31, 2026

ରାୟଗଡ଼ାରେ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଗଣତି: ବାହାରିଲା କୋଟି କୋଟି ଟଙ୍କା

August 31, 2026

ଭୋଟର ତାଲିକା ସଂଶୋଧନ: ସେପ୍ଟେମ୍ବର ୩ରୁ ଭୁବନେଶ୍ୱରରେ ପାଇଲଟ୍ ସର୍ଭେ

August 31, 2026

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୭ ମୃତ, ୨୪ ଆହତ

August 31, 2026

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.