Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସ୍‌ପିଜି ପ୍ରତ୍ୟାହାର ନିଷ୍ପତ୍ତି ଏକ ରାଜନୈତିକ ଚାଲ୍‌ : ପ୍ରିୟଙ୍କା ଗାନ୍ଧୀ
ଆଜିର ଖବର

ଏସ୍‌ପିଜି ପ୍ରତ୍ୟାହାର ନିଷ୍ପତ୍ତି ଏକ ରାଜନୈତିକ ଚାଲ୍‌ : ପ୍ରିୟଙ୍କା ଗାନ୍ଧୀ

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
priyanka gandhi targets pm modi
priyanka gandhi targets pm modi

ନୂଆଦିଲ୍ଲୀ,22/11  ଗାନ୍ଧୀ ପରିବାରର ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା ହଟାଯାଇଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଏସ୍‌ପିଜି ପ୍ରତ୍ୟାହାର ନିଷ୍ପତ୍ତି ଏକ ରାଜନୈତିକ ଚାଲ୍‌ ବୋଲି ପ୍ରିୟଙ୍କା ଗାନ୍ଧୀ କହିଛନ୍ତି । ନରେନ୍ଦ୍ର ମୋଦିଙ୍କ ସରକାର ଗାନ୍ଧୀ ପରିବାରର ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା ହଟାଇବା ସହିତ ସୁରକ୍ଷା ବ୍ୟବସ୍ଥାକୁ ଜେଡ୍‌ ପ୍ଲସ୍‌କୁ ହ୍ରାସ କରିଥିଲେ । ଏହି ଘଟଣାକୁ ନେଇ ଗତକାଲି କଂଗ୍ରେସ ସଦସ୍ୟ ମାନେ ସଂସଦରେ ଆନ୍ଦୋଳନ କରିଥିଲେ । ଆନ୍ଦୋଳନ ପ୍ରତି କେନ୍ଦ୍ର ସରକାର କର୍ଣ୍ଣପାତ ନକରି ଏହାକୁ ଗୃହ ମନ୍ତ୍ରଣାଳୟର ନିଷ୍ପତ୍ତି ବୋଲି କହିବା ପରେ ପ୍ରିୟଙ୍କା ଏହାକୁ ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଛନ୍ତି । ଉଲ୍ଳେଖଯୋଗ୍ୟ ଯେ, 1985ରେ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ସ୍ଥାପନ କରାଯାଇଥିବା ଏସ୍‌ପିଜି 1988 ମସିହା ପର ଠାରୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ରହିଛି । (ଏଜେନ୍ସୀ)

gandhifamily Modi priyanka spg
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.