Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଐତିହାସିକ ଦିବାରାତ୍ର ଟେଷ୍ଟ : ଟସ୍‌ ଜିତି ବାଂଲାଦେଶର ବୋଲିଂ ନିଷ୍ପତ୍ତି
ଆଜିର ଖବର

ଐତିହାସିକ ଦିବାରାତ୍ର ଟେଷ୍ଟ : ଟସ୍‌ ଜିତି ବାଂଲାଦେଶର ବୋଲିଂ ନିଷ୍ପତ୍ତି

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା,22/11 ଭାରତ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ହେଉଥିବା ଐତିହାସିକ ଦିବାରାତ୍ର ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ବାଂଲାଦେଶ । ବାଂଲା ଅଧିନାୟକ ମୋମିନୁଲ ହକ୍‌ ଟସ୍‌ ଜିତି ବ୍ୟାଟିଂର ନିଷ୍ପତ୍ତି ନେଇଛନ୍ତି । ଭାରତ ଗତ ମ୍ୟାଚ୍‌ର ଏକାଦଶ ସହିତ ପଡିଆକୁ ଓହ୍ଲାଇଥିବା ବେଳେ ବାଂଲାଦେଶ ଟିମ୍‌ରେ ଦୁଇଟି ପରିବର୍ତ୍ତନ କରିଛି । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ସଚିନ୍‌ ତେନ୍ଦୁଲକର, ବାଂଲାଦେଶ ମୁଖ୍ୟମନ୍ତ୍ରୀ ଶେଖ୍‌ ହସିନା ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ଏହି ମ୍ୟାଚ୍‌ ଦେଖିବା ପାଇଁ ଉପସ୍ଥିତ ଅଛନ୍ତି । ଟସ୍‌ ପରେ ମମତା ଏବଂ ହସିନା ଉଭୟ ଦଳର ଖେଳାଳିଙ୍କ ସହିତ ହାତ ମିଳାଇଥିଲେ । (ଏଜେନ୍ସୀ)

bangladesh india kohli pinkball
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.