Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡେନ୍‌ ଦିବାରାତ୍ର ଟେଷ୍ଟ : ଇଶାନ୍ତଙ୍କୁ ପ୍ରଥମ ସଫଳତା
ଆଜିର ଖବର

ଇଡେନ୍‌ ଦିବାରାତ୍ର ଟେଷ୍ଟ : ଇଶାନ୍ତଙ୍କୁ ପ୍ରଥମ ସଫଳତା

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା,22/11 ଇଡେନ ଗାର୍ଡେନ୍‌ରେ ଆରମ୍ଭ ହୋଇଥିବା ଭାରତ ଏବଂ ବାଂଲାଦେଶ ଐତିହାସିକ ଦିବାରାତ୍ର ମ୍ୟାଚ୍‌ରେ ଇଶାନ୍ତ ଶର୍ମାଙ୍କୁ ପ୍ରଥମ ସଫଳତା ମିଳିଛି । ଇଶାନ୍ତ ବାଂଲାଦେଶ ଓପ୍‌ନର ଇମରୁଲ କାଏସ୍‌ଙ୍କୁ ଲେଗବିଫୋର କରି ପ୍ରଥମ ସଫଳତା ହାସଲ କରିଥିଲେ । ମ୍ୟାଚ୍‌ର ସପ୍ତମ ଓଭରରେ କାଏସ୍‌ଙ୍କୁ ଆଉଟ କରିଥିଲେ ଇଶାନ୍ତ । ନବମ ଓଭର ଖେଳ ଶେଷ ସୁଦ୍ଧା ବାଂଲାଦେଶ 1 ଓ୍ବିକେଟ୍‌ ହରାଇ 16 ରନ୍‌ ସଂଗ୍ରହ କରିଛି ।(ଏଜେନ୍ସୀ)

daynighttest indvsban ishant
Share. Facebook Twitter LinkedIn Email WhatsApp Copy Link

Related Posts

ଆକ୍ସନ୍‌ ମୋଡ୍‌ରେ BMC-BDA : ମାଟିରେ ମିଶିବ ୩୩୦ରୁ ଅଧିକ ଘର

August 11, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

August 11, 2026

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026
Latest News

ଆକ୍ସନ୍‌ ମୋଡ୍‌ରେ BMC-BDA : ମାଟିରେ ମିଶିବ ୩୩୦ରୁ ଅଧିକ ଘର

August 11, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

August 11, 2026

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.