Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡେନ୍‌ ଦିବାରାତ୍ର ଟେଷ୍ଟ : ବାଂଲାଦେଶ 103/8
ଆଜିର ଖବର

ଇଡେନ୍‌ ଦିବାରାତ୍ର ଟେଷ୍ଟ : ବାଂଲାଦେଶ 103/8

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା,22/11 : ଇଡେନ ଗାର୍ଡେନ୍‌ରେ ଆରମ୍ଭ ହୋଇଥିବା ଭାରତ ଏବଂ ବାଂଲାଦେଶ ଐତିହାସିକ ଦିବାରାତ୍ର ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ବାଂଲାଦେଶ ସଙ୍କଟରେ ପଡିଛି । ଭାରତୀୟ ପେସ୍‌ ବୋଲରଙ୍କ ସଫଳତା କାରଣରୁ ବାଂଲାଦେଶ 103 ରନ୍‌ରେ 8 ଓ୍ବିକେଟ ହରାଇ ସଙ୍କଟରେ ପଡିଛି । ଭାରତ ପକ୍ଷରୁ ଉମେଶ ଯାଦବ 3ଟି ଏବଂ ଇଶାନ୍ତ ଶର୍ମା 4ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିବା ବେଳେ ମହମ୍ମଦ ସାମି ଅନ୍ୟ ଏକ ଓ୍ବିକେଟଟି ହାସଲ କରିଥିଲେ । ଓପ୍ନର ସଦ୍‌ମାନ ଇସ୍‌ଲାମ ସର୍ବାଧିକ 29 ରନ୍‌ ସଂଗ୍ରହ କରିଥିଲେ । ଲିଟନ୍‌ ଦାସ(24) ରିଟାୟର୍ଡ ହର୍ଟ ହେବାପରେ ବଦଳ ଖେଳାଳି ନଇମ ହସନ୍‌(16) ରନ୍‌ରେ ବ୍ୟାଟିଂ କରୁଛନ୍ତି । ଏହି ତିନି ଜଣଙ୍କ ବ୍ୟତିତ ଅନ୍ୟ କୌଣସି ଖେଳାଳି ଦୁଇ ଅଙ୍କ ଛୁଇଁ ପାରିନାହାନ୍ତି । (ଏଜେନ୍ସୀ)

bangladesh india
Share. Facebook Twitter LinkedIn Email WhatsApp Copy Link

Related Posts

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Latest News

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.