Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶପଥ ଗ୍ରହଣ ପରେ ଶିବସେନାକୁ ଫଡନବିସ୍‌ଙ୍କ ସମାଲୋଚନା
ଆଜିର ଖବର

ଶପଥ ଗ୍ରହଣ ପରେ ଶିବସେନାକୁ ଫଡନବିସ୍‌ଙ୍କ ସମାଲୋଚନା

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ,23/11: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଶିବସେନାକୁ ସମାଲୋଚନା କରିଛନ୍ତି ଦେବେନ୍ଦ୍ର ଫଡନବିସ୍‌ । ଶପଥ ଗ୍ରହଣପରେ ଫଡ୍‌ନବିସ୍‌ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, “ଜନତା ସ୍ପଷ୍ଟ ବହୁମତ ଦେଇଥିଲେ, ସେମାନଙ୍କୁ ସମ୍ମାନ ଦେବା ଉଚିତ୍ । ମାତ୍ର ଶିବସେନା ପକ୍ଷରୁ ଜନାଦେଶର ଅବମାନନା କରାଯାଇଛି ଏବଂ ବର୍ତ୍ତମାନର ପରସ୍ଥିତି ପାଇଁ ଶିବସେନା ଦାୟୀ ବୋଲି ଫଡନବିସ୍‌ କହିଛନ୍ତି । ମହାରାଷ୍ଟ୍ରରେ ଏକ ସ୍ଥାୟୀ ସରକାରର ଆବଶ୍ୟକତା ଥିଲା ଏବଂ ଚାଷୀ ମାନଙ୍କ ସମସ୍ୟା ଦୂର ପାଇଁ ବିଜେପି ସହ ମିଶି ସରକାର ଗଠନ କରିବାର ନିଷ୍ପତ୍ତି ନିଆଯାଇଛି ବେଲି ଉପମୁଖ୍ୟମନ୍ତ୍ରୀ ଅଜିତ ପଓ୍ବାର ପ୍ରକାଶ କରିଥିଲେ । ଶପଥ ଗ୍ରହଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫଡନବିସ୍‌ ଏବଂ ପଓ୍ବାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । (ଏଜେନ୍ସୀ)

AJITPAWAR FADANVIS shivsena
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.