Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିକୁ ସମର୍ଥନ ଅଜିତଙ୍କ ବ୍ୟକ୍ତିଗତ ନିଷ୍ପତ୍ତି : ଶରଦ ପଓ୍ବାର
ଆଜିର ଖବର

ବିଜେପିକୁ ସମର୍ଥନ ଅଜିତଙ୍କ ବ୍ୟକ୍ତିଗତ ନିଷ୍ପତ୍ତି : ଶରଦ ପଓ୍ବାର

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sarad pawar quite in 2019 ls polls
sarad pawar quite in 2019 ls polls

ମୁମ୍ବାଇ,23/11: ମହାରାଷ୍ଟ୍ରରେ ଏନସିପିର ନିଷ୍ପତ୍ତି ଶନିବାର ସକାଳୁ ରାଜନୈତିକ ହଟଚମଟ ସୃଷ୍ଟି କରିଛି। ଏନସିପି ସମର୍ଥନରେ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ବିଜେପି ନେତା ଦେବେନ୍ଦ୍ର ଫଡନବିସ୍‌ ମୁଖ୍ୟମନ୍ତ୍ରୀ ଏବଂ ଏନସିପି ନେତା ଅଜିତ ପୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତେବେ ଏନସିପି ଏଭଳି ନିଷ୍ପତ୍ତି ନେଇନି ବୋଲି ଏହାର ମୁଖ୍ୟ ଶରଦ ପୱାର ସ୍ପଷ୍ଟ କରିଛନ୍ତି । ଶରଦ ପୱାର ଟ୍ବିଟ୍‌ କରି ଏ ନେଇ ସ୍ପଷ୍ଟୀକରଣ ପ୍ରଦାନ କରିଛନ୍ତି । ବିଜେପି ସହିତ ସରକାର ଗଠନ ଅଜିତଙ୍କ ବ୍ୟକ୍ତିଗତ ନିଷ୍ପତ୍ତି ଏବଂ ଏହା ଏନ୍‌ସିପିର ଦଳଗତ ନିଷ୍ପତ୍ତି ନୁହେଁ ବୋଲି ପଓ୍ବାର ସ୍ପଷ୍ଟ କରିଛନ୍ତି ।(ଏଜେନ୍ସୀ)

AJITPAWAR sharadpawar
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026
Latest News

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.