Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡରେ ନକ୍ସଲ ଏନକାଉଣ୍ଟର : 4 ଯବାନ ଶହୀଦ
ଆଜିର ଖବର

ଝାରଖଣ୍ଡରେ ନକ୍ସଲ ଏନକାଉଣ୍ଟର : 4 ଯବାନ ଶହୀଦ

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରଖଣ୍ଡ,23/11 : ଝାରଖଣ୍ଡର ଲାତେହାର ଜିଲ୍ଲାରେ ଶୁକ୍ରବାର ସନ୍ଧ୍ୟାରେ ନକ୍ସଲଙ୍କ ସହିତ ସଙ୍ଘର୍ଷରେ 4 ଯବାନ ଶହୀଦ ହୋଇଛନ୍ତି । ଗତକାଲି ରାତିରେ ହୋଇଥିବା ଗୁଳି ବିନିମୟରେ 4 ଜଣ ଯବାନ ଶହୀଦ୍ ହୋଇଛନ୍ତି । ଚାନ୍ଦୱା ପୁଲିସ୍‌ ଥାନା ଅଧୀନରେ ଏକ ଗାଡ଼ିରେ ସୁରକ୍ଷାକର୍ମୀ ଯାଉଥିବା ସମୟରେ ଏହି ଆକ୍ରମଣ ହୋଇଥିଲା । ଝାରଖଣ୍ଡ ନିର୍ବାଚନ ପୂର୍ବରୁ ଏହି ଆକ୍ରମଣ ସୁରକ୍ଷାବଳଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି । ଝାରଖଣ୍ଡର 81 ଆସନ ପାଇଁ ଆସନ୍ତା 30 ତାରିଖରୁ ବିଧାନସଭା ନିର୍ବାଚନ ହେବ । 5 ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ଆସନ୍ତା ଡିସେମ୍ବର 23 ତାରିଖରେ ଶେଷ ହେବ ବୋଲି ଜଣାପଡିଛି । (ଏଜେନ୍ସୀ)

died jawan jharkhand
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ: ୮,୪୩୪ ସିଲିଣ୍ଡର ଜବତ, ୯ ଗିରଫ

September 5, 2026
Latest News

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.