Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିକୁ ସମର୍ଥନ ଏନ୍‌ସିପିର ଆଦର୍ଶ ବିରୋଧୀ : ଶରଦ ପଓ୍ବାର
ଆଜିର ଖବର

ବିଜେପିକୁ ସମର୍ଥନ ଏନ୍‌ସିପିର ଆଦର୍ଶ ବିରୋଧୀ : ଶରଦ ପଓ୍ବାର

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ,23/11 : ମହାରାଷ୍ଟ୍ର ସରକାର ଗଠନ ପରେ ଏନ୍‌ସିପି ଏବଂ ଶିବସେନା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ଏହି ସମ୍ମିଳନୀରେ ଏନ୍‌ସିପି ବିଜେପିକୁ ସମର୍ଥନ କରୁନାହିଁ ବୋଲି ଶରଦ ପଓ୍ବାର କହିଛନ୍ତି । ବିଜେପିକୁ ସମର୍ଥନ ଏନ୍‌ସିପିର ଆଦର୍ଶ ବିରୋଧୀ ବୋଲି ପଓ୍ବାର କହିଛନ୍ତି । ବିଜେପିକୁ ସମର୍ଥନ ଦେବା ଏନସିପିର ନିଷ୍ପତି ନୁହେଁ । ଏନସିପି ଏହି ନିଷ୍ପତିରେ ସହମତ ନୁହେଁ । ଏନସିପିର ଅନ୍ୟତମ ବରିଷ୍ଠ ନେତା ପ୍ରଫୁଲ ପଟେଲ କହିଛନ୍ତି ମହାରାଷ୍ଟ୍ରରେ ଗଠିତ ସରକାରରେ ଶରଦ ପାୱାରଙ୍କର କୌଣସି ସମ୍ପର୍କ ନାହିଁ । ବିଜେପିକୁ ସମର୍ଥନ ଦେବା ଅଜିତ୍ ପାୱାରଙ୍କ ବ୍ୟକ୍ତିଗତ ନିଷ୍ପତି । ଏନସିପି ମୁଖ୍ୟ ମୁଖପାତ୍ର କହିଛନ୍ତି ଏନସିପି ବିଧାୟକଙ୍କ ଦ୍ୱାରା ଦିଆଯାଇଥିବା ହସ୍ତାକ୍ଷର ପତ୍ରକୁ ଦୁରୂପଯୋଗ କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସେହିପରି ଏନ୍‌ସିପି ବିଧାୟକ ମାନେ ମଧ୍ୟ ପଓ୍ବାରଙ୍କ ପ୍ରତି ନିଜର ସମର୍ଥନ ଘୋଷଣା କରିଛନ୍ତି । ଏହା ସହିତ ଆଗାମୀ ଦିନରେ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମିଳିତ ଭାବରେ ସରକାର ଗଠନ କରିବେ ବୋଲି ପଓ୍ବାର କହିଛନ୍ତି । (ଏଜେନ୍ସୀ)

AJITPAWAR ncp sharadpawar uddhabthackrey
Share. Facebook Twitter LinkedIn Email WhatsApp Copy Link

Related Posts

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026

୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ

September 4, 2026

ୟୁପିରେ ମେଣ୍ଟ ମହାଯୁଦ୍ଧ : ‘ବଡ଼ ଭାଇ’ ପାଇଁ ବଡ଼ ଲଢ଼େଇ

September 4, 2026
Latest News

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.