Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରାଟ କୋହଲିଙ୍କ 70 ତମ ଅନ୍ତରାଷ୍ଟ୍ରୀୟ ଶତକ : 175 ରନ୍‌ରେ ଆଗୁଆ ଭାରତ
ଆଜିର ଖବର

ବିରାଟ କୋହଲିଙ୍କ 70 ତମ ଅନ୍ତରାଷ୍ଟ୍ରୀୟ ଶତକ : 175 ରନ୍‌ରେ ଆଗୁଆ ଭାରତ

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା,23/11 : କଲିକତାର ଇଡେନ ଗାର୍ଡେନ୍‌ରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶତକ ଅର୍ଜନ କରିଛନ୍ତି । ନିଜ ଟେଷ୍ଟ କ୍ୟାରିୟରର 26 ତମ ଶତକ ସହିତ ଅନ୍ତର୍ଜାତିୟ ସର୍କିଟ୍‌ରେ କୋହଲି ନିଜର 70 ତମ ଶତକ ପୂରଣ କରିଛନ୍ତି । କୋହଲିଙ୍କ ଶତକ ଫଳରେ ଭାରତ 4 ଓ୍ବିକେଟ୍‌ ହରାଇ 283 ରନ୍‌ ସଂଗ୍ରହ କରିଛି । ଦ୍ରୁତ ବୋଲର ଇଶାନ୍ତ ଶର୍ମାଙ୍କ 5 ଓ୍ବିକେଟ ଅକ୍ତିଆର ଫଳରେ ବାଂଲାଦେଶ 106 ରନ୍‌ରେ ସମସ୍ତ ଓ୍ବିକେଟ ହରାଇଥିଲା । ଦ୍ବିତୀୟ ଦିନରେ କୋହଲିଙ୍କ ବ୍ୟତିତ ଉପ ଅଧିନାୟକ ଆଜିଙ୍କ୍ୟ ରାହାଣେ(51) ରନ୍‌ ସଂଗ୍ରହ କରିଥିଲେ । ବାଂଲାଦେଶ ପକ୍ଷରୁ ଇବାଦତ ହୋସେନ୍‌ ସର୍ବାଧିକ 2ଟି ଓ୍ବିକେଟ ଅକ୍ତିଆର କରିଥିଲେ । (ଏଜେନ୍ସୀ)

century indvsban ishant kohli rahane
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026
Latest News

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.