Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରେଲିରୁ ନିକେ ଏଭରୁ ଟିଜର ରିଲିଜ୍‌ : 1 ଦିନରେ ଦେଖିଲଣି 15 ମିଲିୟନ୍‌ ଦର୍ଶକ
ଆଜିର ଖବର

ସରେଲିରୁ ନିକେ ଏଭରୁ ଟିଜର ରିଲିଜ୍‌ : 1 ଦିନରେ ଦେଖିଲଣି 15 ମିଲିୟନ୍‌ ଦର୍ଶକ

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହେଶ ବାବୁଙ୍କ ଅପ୍‌କମିଙ୍ଗ ଫିଲ୍ମ ସରେଲିରୁ ନିକେ ଏଭରୁର ଟିଜର ରିଲିଜ୍‌ ହୋଇଛି । ରିଲିଜ୍‌ର ମାତ୍ର 24 ଘଣ୍ଟା ମଧ୍ୟରେ ଟିଜରକୁ 15 ମିଲିୟନ୍‌ରୁ ଅଧିକ ଦର୍ଶକ ଦେଖିଲେଣି । ଫିଲ୍ମରେ ମହେଶ ବାବୁଙ୍କ ବ୍ୟତିତ ରଶ୍ମିକା ମନ୍ଦାନା, ବିଜୟ ଶାନ୍ତି, ପ୍ରକାଶ ରାଜ, ଆଦି ପିନିସେଟ୍ଟୀ ଏବଂ ଅନସୂୟା ଭରଦ୍ବାଜ ନଜର ଆସିବାକୁ ଯାଉଛନ୍ତି । ଅନୀଲ ରବିପୁଡିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ମହେଶ ବାବୁ ଜଣେ ସେନା ଅଫିସର ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଏହି ଏକ ମିନିଟ୍‌ର ଟିଜରରେ ସେନା ପକ୍ଷରୁ କାଶ୍ମୀରରେ କିଛି ଅପରସେନ୍‌ କରିବା ସହିତ ନିଜ ଗ୍ରାମରେ କି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତାହା ଏହି ଫିଲ୍ମରେ ଦେଖିବାକୁ ମିଳିଛି । ଫିଲ୍ମଟି ଆସନ୍ତା ଜାନୁୟାରୀ 11 ତାରିଖରେ ରିଲିଜ୍‌ ହେବାକୁ ଯାଉଛି ।

maheshbabu
Share. Facebook Twitter LinkedIn Email WhatsApp Copy Link

Related Posts

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026
Latest News

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.