Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଣ୍ଟି ଔର ବବ୍‌ଲୀ ରିମେକ୍‌ରେ ସୈଫ୍‌-ରାଣୀ
ଆଜିର ଖବର

ବଣ୍ଟି ଔର ବବ୍‌ଲୀ ରିମେକ୍‌ରେ ସୈଫ୍‌-ରାଣୀ

November 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, 24/11 : 2005ର ବଲିଉଡ ବ୍ଲକ୍‌ବଷ୍ଟର ବଣ୍ଟି ଔର ବବ୍‌ଲୀର ରିମେକ୍‌ରେ ଏକତ୍ର ଦେଖିବାକୁ ମିଳିବ ସୈଫ୍‌-ରାଣୀଙ୍କ ଯୋଡି । ପୂର୍ବରୁ ରାଣୀ ମୁଖାର୍ଜୀ ଏବଂ ସିଦ୍ଧାନ୍ତ ଚତୁର୍ବେଦୀ ଏହି ଫିଲ୍ମ ପାଇଁ ସମ୍ମତି ପ୍ରଦାନ କରିଥିବା ବେଳେ ଶନିବାର ଏହି ଫିଲ୍ମ ପାଇଁ ନିଜର ସମ୍ମତି ପ୍ରଦାନ କରିଛନ୍ତି । ସାଦ୍‌ ଅଲୀ ପ୍ରଥମ ଭାଗର ନିର୍ଦ୍ଦେଶନା ଦେଇଥିବା ବେଳେ ବରୁଣ ଭି ଶର୍ମା ଏହି ଭାଗର ନିର୍ଦ୍ଦେଶନା ଦେଉଛନ୍ତି । ବରୁଣ ପୂର୍ବରୁ ସୁଲତାନରେ ଲେଖକ ଭାବରେ କାମ କରିଛନ୍ତି । ସୈଫ୍‌ଙ୍କ ଅଭିନୀତ ତାନାଜୀ ଜାନୁୟାରୀ 11ରେ ରିଲିଜ୍‌ ହେବାକୁ ଯାଉଥିବାବେଳେ ଆସନ୍ତା ଫେବୃୟାରୀରୁ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବ ବୋଲି ଜଣାପଡିଛି । ପୂର୍ବରୁ ସୈଫ୍‌-ରାଣୀ ଏକତ୍ର ହମ୍‌ତୁମ୍‌ ଏବଂ ତାରା ରମ୍‌ ପମ୍‌ରେ ନଜର ଆସିଥିବା ବେଳେ ଦର୍ଶକ ଉଭୟଙ୍କୁ ବହୁତ ପସନ୍ଦ କରିଥିଲେ । 2007 ପରେ ଉଭୟ ଏକତ୍ର ନଜର ଆସିବାକୁ ଯାଉଛନ୍ତି । ଏହି ଦୁଇଜଣଙ୍କ ବ୍ୟତୀତ ସିଦ୍ଧାନ୍ତ ଚତୁର୍ବେଦୀ ଏବଂ ଶର୍ବରୀ ଓ୍ବାଘ ପ୍ରମୁଖ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । (ଏଜେନ୍ସୀ)

saif
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.