Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓ୍ବିଣ୍ଡିଜ୍‌ ସିରିଜ୍‌ରୁ ବାଦ ପଡିଲେ ସାମ୍‌ସନ୍‌ : ଚୟନକର୍ତ୍ତାଙ୍କୁ ହରଭଜନଙ୍କ ସମାଲୋଚନା
ଆଜିର ଖବର

ଓ୍ବିଣ୍ଡିଜ୍‌ ସିରିଜ୍‌ରୁ ବାଦ ପଡିଲେ ସାମ୍‌ସନ୍‌ : ଚୟନକର୍ତ୍ତାଙ୍କୁ ହରଭଜନଙ୍କ ସମାଲୋଚନା

November 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭେଟେରାନ୍‌ ଭାରତୀୟ ସ୍ପିନର ହରଭଜନ ସିଂ ଚୟନକର୍ତ୍ତାଙ୍କୁ ସମାଲୋଚନା କରିଛନ୍ତି । ଓ୍ବିକେଟ କିପର ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମ୍‌ସନଙ୍କୁ ଦଳରୁ ବାଦ ଦିଆଯିବା କାରଣରୁ ଚୟନକର୍ତ୍ତାଙ୍କୁ ସମାଲୋଚନା କରିଛନ୍ତି ହରଭଜନ । ସାମ୍‌ସନ୍‌ ବାଂଲାଦେଶ ବିପକ୍ଷ ଟି20 ସିରିଜ୍‌ରେ ସ୍ଥାନ ପାଇଥିଲେ ମଧ୍ୟ ଗୋଟିଏ ମ୍ୟାଚ୍‌ ଖେଳିବାର ସୁଯୋଗ ପାଇନଥିଲେ । ଅନ୍ୟପକ୍ଷରେ ନିୟମିତ ବିଫଳ ହେବା ସତ୍ତ୍ବେ ପନ୍ତଙ୍କୁ ପୁନର୍ବାର ସୁଯୋଗ ପ୍ରଦାନକୁ ହରଭଜନ ନାପସନ୍ଦ କରିଛନ୍ତି । ଜଣେ ଯୁବପ୍ରତିଭାଙ୍କ କ୍ୟାରିୟର ଖରାପ ହେଉଛି ଏବଂ ବିସିସିଆଇ ମୁଖ୍ୟ ଗାଙ୍ଗୁଲି ଏହା ଉପରେ ଧ୍ୟାନ ଦେବେ ବୋଲି ଭଜ୍ଜି କହିଛନ୍ତି । ପୂର୍ବରୁ କଂଗ୍ରେସ ସାଂସଦ ଶଶୀ ଥରୁର ମଧ୍ୟ ସମାନ ମାମଲାକୁ ନେଇ ଟ୍ବିଟ୍ଟର ଜରିଆରେ ବିସିସିଆଇକୁ ସଭାଲୋଚନା କରିଥିଲେ ।

harbhajan sanjusamson sashitharoor teamindia
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.