Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ଷମତାର ଛକାପଞ୍ଝା ଭିତରେ ଦେବେନ୍ଦ୍ରଙ୍କ ଚାଷୀ କାର୍ଡ : ୫୩୮୦ କୋଟିକୁ ମିଳିଲା ମଞ୍ଜୁରୀ
ଆଜିର ଖବର

କ୍ଷମତାର ଛକାପଞ୍ଝା ଭିତରେ ଦେବେନ୍ଦ୍ରଙ୍କ ଚାଷୀ କାର୍ଡ : ୫୩୮୦ କୋଟିକୁ ମିଳିଲା ମଞ୍ଜୁରୀ

November 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, ୨୫/୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଂକଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ୍‌  କିଶାନ କାର୍ଡ ଖୋଲିଛନ୍ତି । ଦେବେନ୍ଦ୍ର ଫଡ୍‌ନଭୀସ୍‌ ରାଜ୍ୟର ଚାଷୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ବନ୍ୟା ପ୍ରଭାବିତ ଚାଷୀଙ୍କ ପାଇଁ ୫୩୮୦କୋଟି ଟଙ୍କାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ଚାଷୀ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ୍‌ ଓ ଉପମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାରଙ୍କ ସହ ବୈଠକ କରିଥିଲେ । ବନ୍ୟା ତଥା ବର୍ଷା ପ୍ରଭାବିତ ଚାଷୀଙ୍କୁ ଅତିରିକ୍ତ ସହାୟତା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଦେବେନ୍ଦ୍ର ଫଡ୍‌ନଭୀସ୍‌ ଓ ଅଜିତ୍‌ ପାଓ୍ବାର୍‌ଙ୍କ ସହ ଚର୍ଚ୍ଚା କରିଥିଲେ । (ଏଜେନ୍ସି)

debendrafardnavis maharastrapolitics
Share. Facebook Twitter LinkedIn Email WhatsApp Copy Link

Related Posts

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.