Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»70ତମ ସମ୍ବିଧାନ ଦିବସ :ଡିଜିଟାଲ ପ୍ରଦର୍ଶନୀ ଉଦ୍‌ଘାଟନ କରିବେ କୋବିନ୍ଦ
ଆଜିର ଖବର

70ତମ ସମ୍ବିଧାନ ଦିବସ :ଡିଜିଟାଲ ପ୍ରଦର୍ଶନୀ ଉଦ୍‌ଘାଟନ କରିବେ କୋବିନ୍ଦ

November 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,26/11 :ରାଷ୍ଟ୍ରପତି ରାମନାଥ କୋବିନ୍ଦ 70ତମ ସମ୍ବିଧାନ ଦିବସ ଅବସରରେ ରାଷ୍ଟ୍ରପତି ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡିଜିଟାଲ ପ୍ରଦର୍ଶନୀ ଉଦଘାଟନ କରିବେ । ସମ୍ବିଧାନ ଦିବସ ଅବସରରେ ଆୟୋଜିତ ଏହି ସମାରୋହରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଲୋକସଭା ବାଚସ୍ପତି ଓମ ପ୍ରମୁଖ ଅଂଶଗ୍ରହଣ କରିବେ । ସକାଳ 11ଟାରେ ସଂସଦ ଭବନରେ ଏହି ଡିଜିଟାଲ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଉଲ୍ଲେଖଯୋଗ୍ୟ ଯେ, 1950 ମସିହା ଜାନୁୟାରୀ 26 ତାରିଖରେ ସମ୍ବିଧାନ ପ୍ରଣୟନ କରାଯାଇଥିଲେ ମଧ୍ୟ 1949 ନଭେମ୍ବର 26 ତାରିଖରେ ଏହାକୁ ଗ୍ରହଣ କରାଯାଇଥିଲା । ତେଣୁ ନଭେମ୍ବର 26କୁ ସମ୍ବିଧାନ ଦିବସ ଭାବରେ ପାଳିତ କରାଯାଉଛି । ସେହିପରି ମହାରାଷ୍ଟ୍ର ରାଜନୀତିକୁ ବିରୋଧ କରି କଂଗ୍ରେସ, ଏନ୍‌ସିପି, ଟିଏମ୍‌ସି ଏବଂ ଡିଏମ୍‌କେ ପରି ଦଳ ସଂସଦ ଭବନ ପରିତ୍ୟାଗ କରି ଆମ୍ବେଦକର ପ୍ରତିମା ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିବେ ବୋଲି ଜଣାପଡିଛି । (ଏଜେନ୍ସୀ)

Modi ramnathkovind
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026
Latest News

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.