Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»41 ହଜାର ପଏଣ୍ଟ ସହିତ ନୂତନ ମାଇଲଖୁଣ୍ଟ ଛୁଇଁଲା ସେନସେକ୍ସ
ଆଜିର ଖବର

41 ହଜାର ପଏଣ୍ଟ ସହିତ ନୂତନ ମାଇଲଖୁଣ୍ଟ ଛୁଇଁଲା ସେନସେକ୍ସ

November 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Markets in panic: Sensex plunges 700 points, Fear index jumps 16%
Markets in panic: Sensex plunges 700 points, Fear index jumps 16%

ଭାରତୀୟ ସେୟାର ବଜାର ମଙ୍ଗଳବାର ଏକ ନୂତନ ମାଇଲଖୁଣ୍ଟ ଛୁଇଁଛି । ପ୍ରଥମ ଥର ପାଇଁ ସେନସେକ୍ସ 41 ହଜାର ପଏଣ୍ଟ ଅତିକ୍ରମ କରିଛି । ମଙ୍ଗଳବାର 200 ପଏଣ୍ଟ ବୃଦ୍ଧି ସହିତ ସେନ୍‌ସେକ୍ସ 41 ହଜାର ପଏଣ୍ଟ ଛୁଇଁଛି । ଏହା ସହିତ ନିଫ୍‌ଟୀ ମଧ୍ୟ 12 ହଜାର ପଏଣ୍ଟ ଅତିକ୍ରମ କରିଛି । 204 ପଏଣ୍ଟର ଅଭିବୃଦ୍ଧି ସହିତ ସେନସେକ୍ସ 41093.64 ପଏଣ୍ଟରେ ପହଞ୍ଚିଥିବା ବେଳେ 50 ପଏଣ୍ଟର ଅଭିବୃଦ୍ଧି ସହିତ 12123.75 ପଏଣ୍ଟରେ ପହଞ୍ଚିଛି । ମଙ୍ଗଳବାର ଆଇସିଆଇସିଆଇ ବ୍ୟାଙ୍କ, ରିଲାଏନ୍ସ.,ଇନ୍‌ଫୋସିସ୍‌ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏହି ସମୟରେ ସର୍ବାଧିକ ଅଭିବୃଦ୍ଧି ହାସଲ କରିଛି । ୟେସ୍‌ ବ୍ୟାଙ୍କ ଅଂଶଧନ ମୂଲ୍ୟ ସର୍ବାଧିକ 4.47 ପ୍ରତିଶତ ଉପରକୁ ଉଠିଛି । ସେହିପରି ଡଲାର ତୁଳନାରେ ପଇସାର ମୂଲ୍ୟ 4 ପଇସା ବୃଦ୍ଧି ଘଟିଛି । ପୂର୍ବରୁ ଡଲାରର ମୂଲ୍ୟ 71.68 ପଇସା ରହିଥିବା ବେଳେ ମଙ୍ଗଳବାର 71.72 ପଇସା ରହିଛି ।

bullrun icici nifty sensex yesbank
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.