Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା ବିଜେପିର ସଂକଟ : ଆସ୍ଥା ଭୋଟ ପୂର୍ବରୁ ଅଜିତ୍‌ ପାଓ୍ବାରଙ୍କ ଇସ୍ତଫା
ଆଜିର ଖବର

ବଢିଲା ବିଜେପିର ସଂକଟ : ଆସ୍ଥା ଭୋଟ ପୂର୍ବରୁ ଅଜିତ୍‌ ପାଓ୍ବାରଙ୍କ ଇସ୍ତଫା

November 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ରାଜନୀତିରେ ପୁଣି ଥରେ ଖେଳ ଓଲଟପାଲଟ ହୋଇଗଲା । ସାପ ଶିଡିର ଖେଳ ଭିତରେ ପୁଣି ଥରେ ମହାରାଷ୍ଟ୍ରର ରାଜନୀତି । ଅଜିତ୍‌ ପାଓ୍ବାରା ଉପ ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇ ପୁଣି ମହାରାଷ୍ଟ୍ର ରାଜନୀତିରେ ରୋଚକ ମୋଡ଼ ଆଣିଛନ୍ତି । ଏନ୍‌ସିପି ନେତା ଶରଦ ପାଓ୍ବାରା ବିଜେପିକୁ ସମର୍ଥନ ଦେଇ ରାତାରାତି ସରକାର ଗଢିଥିବାବେଳେ ଆଜି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଚାଲିଥିବା ସଂଶୟ ଉପରୁ ଇତି ମଧ୍ୟରେ ପରଦା ଉଠିବାକୁ ଯାଉଛି । ଆସନ୍ତାକାଲି ଫ୍ଲୋର୍‌ ଟେଷ୍ଟ୍‌ ହେବାକୁ ଥିବାବେଳେ ଆଜି ଶରଦ ପାଓ୍ବାର ସରକାରରୁ ଇସ୍ତଫା ଦେଇ ରାଜନୀତିର ପଟ୍ଟ ପରିବର୍ତ୍ତନ କରିଛନ୍ତି । ବୁଧବାର ସନ୍ଧ୍ୟା ୫ଟାରେ ବିଜେପି ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବା ବେଳେ ଅଜିତ୍‌ ଇସ୍ତଫା ଦେବା ଏବେ ବିଜେପି ପାଇଁ ଶକ୍ତ ଧକ୍କା ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026
Latest News

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.