Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇରାକ୍‌ରେ ବିସ୍ଫୋରଣ : 6ମୃତ,17 ଆହତ
ଆଜିର ଖବର

ଇରାକ୍‌ରେ ବିସ୍ଫୋରଣ : 6ମୃତ,17 ଆହତ

November 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଗଦାଦ,27/11: ଇରାକର ରାଜଧାନୀ ବାଗଦାଦରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 6 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 17 ଜଣ ଆହତ ହୋଇଛନ୍ତି । ଏକ ମୋଟର ସାଇକେଲ ବୋମା ରଖାଯାଇ ଏହି ବିସ୍ଫୋରଣ କରାଯାଇଥିଲା । ଦକ୍ଷିଣ ପଶ୍ଚିମ ବାଗ୍‌ଦାଦର ଅଲ ବାଲାଦିୟତ୍‌ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା । ଗୋଟେ ପରେ ଗୋଟେ ତିନୋଟି ବୋମା ବିସ୍ଫୋରଣ ଘଟିଥିଲା । ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣରେ ବ୍ୟବହୃତ ବିସ୍ଫୋରକ ସମ୍ବନ୍ଧରେ କୌଣସି ସୂଚନା ନଥିବା ବେଳେ ପୋଲିସ୍‌ ପକ୍ଷରୁ ତଦନ୍ତ ଜାରି ରହିଛି । ଆଇଏସ୍‌ଆଇଏସ୍‌ ପକ୍ଷରୁ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରାଯାଇଛି ।

6dead blast iraq isis
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.