Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେବଳ ପ୍ରଧାନମନ୍ତ୍ରୀଙ୍କୁ ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା : ଶାହା
ଆଜିର ଖବର

କେବଳ ପ୍ରଧାନମନ୍ତ୍ରୀଙ୍କୁ ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା : ଶାହା

November 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେବଳ ପ୍ରଧାନମନ୍ତ୍ରୀଙ୍କୁ ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯିବ ବୋଲି ଗୃହମନ୍ତ୍ରୀ ଅମିତ ଶାହା ପ୍ରକାଶ କରିଛନ୍ତି । ଏହା ସହିତ ପୂର୍ବତନ ପ୍ରଧାନମନ୍ତ୍ରୀ ମାନଙ୍କୁ 5 ବର୍ଷ ପର୍ଯ୍ୟନ୍ତ ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯିବ ବୋଲି ଗୃହମନ୍ତ୍ରୀ ପ୍ରକାଶ କରିଛନ୍ତି । ବୁଧବାର ରାଜ୍ୟସଭାରେ ଏହି ପରିବର୍ତ୍ତିତ ନିୟମ ସମ୍ପର୍କରେ ଶାହା ଘୋଷଣା କରିଥିଲେ । ଗାନ୍ଧୀ ପରିବାରର ଏସ୍‌ପିଜି ସୁରକ୍ଷା ପ୍ରତ୍ୟାହାର ହେବା ପରେ ଏହାକୁ ନେଇ ସଂସଦର ଉଭୟ ଗୃହରେ କଂଗ୍ରେସ ସଦସ୍ୟ ହଙ୍ଗାମା କରିବାରୁ ଶେଷରେ ସରକାର ଏହି ନିୟମରେ ପରିବର୍ତ୍ତନ କରିବାର ନିଷ୍ପତ୍ତି ନେଇଛନ୍ତି ।

pm saha spg
Share. Facebook Twitter LinkedIn Email WhatsApp Copy Link

Related Posts

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Latest News

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.