Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଜ୍ଞା ସିଂ ଠାକୁର ଜଣେ ଆତଙ୍କବାଦୀ : ରାହୁଲ ଗାନ୍ଧୀ
ଆଜିର ଖବର

ପ୍ରଜ୍ଞା ସିଂ ଠାକୁର ଜଣେ ଆତଙ୍କବାଦୀ : ରାହୁଲ ଗାନ୍ଧୀ

November 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul slams to sadvi pragya on hemant karakar issue
rahul slams to sadvi pragya on hemant karakar issue

ବିଜେପି ସାଂସଦ ପ୍ରଜ୍ଞା ସିଂ ଠାକୁରଙ୍କୁ ଆତଙ୍କବାଦୀ ବୋଲି କହିଛନ୍ତି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ । ଗୁରୁବାର ପ୍ରଜ୍ଞାଙ୍କ ଗୋଡ୍‌ସେ ମତକୁ ନେଇ ରାହୁଲ ଏହି ମତ ଦେଇଛନ୍ତି । ରାହୁଲଙ୍କ ଏହି ମନ୍ତବ୍ୟ ସହିତ ବିରୋଧୀ ଦଳର ସଦସ୍ୟ ମାନେ କକ୍ଷତ୍ୟାଗ କରିଥିଲେ । ଏହାପରେ ବିଜେପି ପକ୍ଷରୁ ସାଧ୍ବୀ ପ୍ରଜ୍ଞାଙ୍କୁ ପ୍ରତିରକ୍ଷା ସଂସଦୀୟ କମିଟିରୁ ବାଦ ଦିଆଯାଇଛି । ବୁଧବାର ସଂସଦରେ ଏସ୍‌ପିଜି ବିଲ୍‌ ସମ୍ବନ୍ଧରେ ଆଲୋଚନା ସମୟରେ ପ୍ରଜ୍ଞା ଗୋଡସେଙ୍କୁ ଜଣେ ଦେଶଭକ୍ତ ବୋଲି ଅଭିହିତ କରିଥିଲେ । ପ୍ରଜ୍ଞାଙ୍କ ମନ୍ତବ୍ୟରେ ଆରଏସ୍‌ଏସ୍‌ ଏବଂ ବିଜେପିର ସ୍ବଷ୍ଟ ଝଲକ ଦେଖିବାକୁ ମିଳୁଛି ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିବା ନିରର୍ଥକ ବୋଲି ରାହୁଲ କହିଛନ୍ତି ।

godse pragyansinghthakur rahulgandhi spg
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.