Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ : 4ଟି ରାଲିକୁ ସମ୍ବୋଧିତ କରିବେ ରାହୁଲ
ଆଜିର ଖବର

ଝାରଖଣ୍ଡ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ : 4ଟି ରାଲିକୁ ସମ୍ବୋଧିତ କରିବେ ରାହୁଲ

November 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି,28/11 : କଂଗ୍ରେସ ପକ୍ଷରୁ 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଉଛି । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଝାରଖଣ୍ଡରେ 4ଟି ରାଲିକୁ ସମ୍ବୋଧି୍ତ କରିବେ ବୋଲି ଜଣାପଡିଛି । ଆସନ୍ତା ଡିସେମ୍ବର 2 ତାରିଖରୁ ଝାରଖଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ରାହୁଲ 4ଟି ସ୍ଥାନରୁ ରାହୁଲ ପ୍ରଚାର କରିବେ ବୋଲି ବୁଧବାର ଦଳ ପକ୍ଷରୁ ସୂଚନା ମିଳିଛି । ଷ୍ଟାର କ୍ୟାମ୍ପେନର ତାଲିକାରେ ପୂର୍ବତନ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ରହିଛନ୍ତି । ଉଲ୍ଲେଖଯୋଗ୍ୟଗ ଯେ, ଜେଏମ୍‌ଏମ୍‌ ସହିତ ମିଳିତ ଭାବରେ ଝାରଖଣ୍ଡରେ ପ୍ରତିଦ୍ବନ୍ଦିତା କରୁଛି କଂଗ୍ରେସ ।

rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.