Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ନିଜର ଅହଙ୍କାରର ଫଳ ଭୋଗୁଛି : ମମତା ବାନାର୍ଜୀ
ଆଜିର ଖବର

ବିଜେପି ନିଜର ଅହଙ୍କାରର ଫଳ ଭୋଗୁଛି : ମମତା ବାନାର୍ଜୀ

November 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା, ୨୮/୧୧: ପଶ୍ଚିମବଙ୍ଗର କାଲିଆଗଞ୍ଜ ଓ ଖଡ୍‌ଗପୁର ସଦର ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ଟିଏମ୍‌ସି ବିଜୟୀ ହୋଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ଏହି ବିଜୟର ଶ୍ରେୟକୁ ରାଜ୍ୟବାସୀଙ୍କୁ ଦେଇ ଏହି ଅବସରରେ ବିଜେପିକୁ ଟାର୍ଗେଟ୍‌ କରିଛନ୍ତି । ମମତା କହିଛନ୍ତି ଯେ, ବିଜେପି ନିଜର ଅହଙ୍କାର ଓ ରାଜ୍ୟର ଲୋକଙ୍କୁ ଅପମାନିତ କରିବାର ପରିଣାମ ଭୋଗୁଛି । ସୂଚନାଯୋଗ୍ୟ, କାଲିଆଗଞ୍ଜ ଆସନରୁ ଟିଏମ୍‌ସି ପ୍ରାର୍ଥୀ ତପନ ଦେବ ସିହ୍ନା ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପିର କମଲ ଚନ୍ଦ୍ର ସରକାରଙ୍କୁ ୨,୩୦୪ ଭୋଟରେ ହରାଇଛନ୍ତି । ସେହିପରି ଖଡଗପୁର ସଦରର ଟିଏମ୍‌ସି ପ୍ରାର୍ଥୀ ପ୍ରଦୀପ ସରକାର ୨୦,୮୧୧ ଭୋଟ୍‌ରେ ଜିତିଛନ୍ତି । ପଶ୍ଚିମବଙ୍ଗ ବିଧାନସଭା ତିନୋଟି ଆସନରେ ଗତ ୨୫ ତାରିଖରେ ଉପନିର୍ବାଚନ ହୋଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.