Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରା ପାର୍ଟି ଟ୍ରକ ଓଲଟି : ୧୩ ଆହତ
ଆଜିର ଖବର

ଯାତ୍ରା ପାର୍ଟି ଟ୍ରକ ଓଲଟି : ୧୩ ଆହତ

November 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ସମ୍ବଲପୁର,29/11: ଯାତ୍ରା ପାର୍ଟି ଟ୍ରକ୍‌ ଓଲଟି ୧୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୬୫ ନମ୍ୱର ପୁରୁଣା କଟକ-ସମ୍ବଲପୁର ରାସ୍ତାରେ ଘଟିଛି। କଟକ-ସମ୍ବଲପୁର ରାସ୍ତାର କନ୍ତୋଲ ବାରବାଟି ପୋଖରୀ ନିକଟରେ ଟ୍ରକ୍‌ ସମ୍ମୁଖକୁ ଏକ ବାଇକ ଚାଲି ଆସିଥିଲା। ଏହା ଦେଖି ଟ୍ରକ୍‌ ଚାଳକ ହଠାତ ବ୍ରେକ ମାରିଥିଲେ। ଫଳରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଟ୍ରକ୍‌ରେ ଥିବା ଯାତ୍ରା ପାର୍ଟିର ୧୩ ଜଣ କର୍ମଚାରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ମଧ୍ୟରୁ ୭ ଜଣ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେକଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Latest News

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026

ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ ସ୍ମାର୍ଟଫୋନ୍

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.