Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଡିପି ହ୍ରାସ : ମୋଦି ସରକାରଙ୍କୁ ମନମୋହନଙ୍କ ଚେତାବନୀ
ଆଜିର ଖବର

ଜିଡିପି ହ୍ରାସ : ମୋଦି ସରକାରଙ୍କୁ ମନମୋହନଙ୍କ ଚେତାବନୀ

November 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,30/11: ଗତକାଲି ସରକାରଙ୍କ ପକ୍ଷରୁ ତୃତୀୟ କ୍ବାର୍ଟର ଅର୍ଥନୈତିକ ରିପୋର୍ଟ ପ୍ରକାଶ ପାଇଛି । ଏହି ରିପୋର୍ଟ ଅନୁଯାୟୀ ଭାରତୀୟ ଘରୋଇ ଅଭିବୃଦ୍ଧି ହାରରେ 0.5 ପ୍ରତିଶତ ହ୍ରାସ ପାଇ 4.5 ପ୍ରତିଶତରେ ପହଞ୍ଚିଛି । ଏହା ସହିତ 8ଟି ମୁଖ୍ୟ ଉତ୍ପାଦନ କ୍ଷେତ୍ରରେ ମଧ୍ୟ 5.8 ପ୍ରତିଶତର ହ୍ରାସ ଘଟିଛି । ମାନ୍ଦାବସ୍ଥା ଦେଇ ଗତି କରୁଥିବା ଭାରତୀୟ ଅର୍ଥନୀତି ପାଇଁ ଅତ୍ୟନ୍ତ ଚିନ୍ତାର ବିଷୟ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମନମୋହନ ସିଂ କହିଛନ୍ତି । ମୋଦି ସରକାରଙ୍କୁ ମନମୋହନ ସିଂ ଚେତାବନୀ ଦେଇ କହିଛନ୍ତି, ଏହି ଅବସ୍ଥା ଜାରି ରହିଲେ ଦେଶର ଅର୍ଥନୀତି ରସାତଳକୁ ଚାଲିଯିବ ବୋଲି ମନମୋହନ ମତ ଦେଇଛନ୍ତି । ସରକାର ଅର୍ଥନୈତିକ ବ୍ୟବସ୍ଥା ସୁଧାରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଉଚିତ୍‌ ବୋଲି ମନମୋହନ ମତ ଦେଇଛନ୍ତି । ଦେଶର ବେକାରୀ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇଥିବା ବେଳେ ସରକାର ନିଦରୁ ଉଠିବା ଆବଶ୍ୟକ ବୋଲି ମନମୋହନ କହିଛନ୍ତି ।

economicslowdown gdp Modi
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.