Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନନ୍ଦନକାନନରେ ଆଉ ଏକ ଆନାକୋଣ୍ଡା ମୃତ
ଆଜିର ଖବର

ନନ୍ଦନକାନନରେ ଆଉ ଏକ ଆନାକୋଣ୍ଡା ମୃତ

November 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,30/11: ବିଗତ ଦୁଇ ଦିନ ମଧ୍ୟରେ ନନ୍ଦନକାନନରେ ଦୁଇଟି ଆନାକୋଣ୍ଡା ପ୍ରାଣ ହରାଇଛନ୍ତି । ଗତମାସରେ ନନ୍ଦନକାନନକୁ 8ଟି ଆନାକୋଣ୍ଡା ଆସିଥିବା ବେଳେ ଗତକାଲି ଏହାମଧ୍ୟରୁ ଗୋଟିଏ ଆନାକୋଣ୍ଡା ପ୍ରାଣ ହରାଇଥିଲା । ଗତକାଲି ମୃତ ଆନାକୋଣ୍ଡାର ବ୍ୟବଚ୍ଛେଦ ରିପୋର୍ଟ ଆସିନଥିବା ବେଳେ ଆଜି ଆଉ ଏକ ଆନାକୋଣ୍ଡା ପ୍ରାଣ ହରାଇଛି । ହର୍ପିସ୍‌ କାରଣରୁ କିଛି ଦିନ ତଳେ ହାତୀ ମାନେ ପ୍ରାଣ ହରାଉଥିବା ବେଳେ ଆନାକୋଣ୍ଡାଙ୍କ ପ୍ରାଣହାନି ପରେ ପଶୁପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

nandankanan
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.