Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାହକଙ୍କୁ ଝଟ୍‌କା : ଟାରିଫ୍‌ ଦର ବୃଦ୍ଧି ନେଇ ଘୋଷଣା କଲେ ତିନି କମ୍ପାନୀ
ଆଜିର ଖବର

ଗ୍ରାହକଙ୍କୁ ଝଟ୍‌କା : ଟାରିଫ୍‌ ଦର ବୃଦ୍ଧି ନେଇ ଘୋଷଣା କଲେ ତିନି କମ୍ପାନୀ

December 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ,2/12: ମୋବାଇଲ୍‌ ବ୍ୟବହାରକାରୀଙ୍କୁ ଝଟ୍‌କା । ଏଣିକି କଲ୍‌ ଏବଂ ଡାଟା ବ୍ୟବହାର ମହଙ୍ଗା ହେବାକୁ ଯାଉଛି । ରବିବାର ଦେଶର ତିନି ବୃହତ୍ତର କମ୍ପାନୀ ଭୋଡାଫୋନ୍‌-ଆଇଡିଆ, ଏୟାରଟେଲ ଏବଂ ଜିଓ ନିଜର ଟାରିଫ୍‌ ଦରରେ ବୃଦ୍ଧି ଘୋଷଣା କରିଛନ୍ତି । ପୂର୍ବରୁ ଭୋଡାଫୋନ୍‌-ଆଇଡିଆ ଏବଂ ଏୟାରଟେଲ ନିଜର ଟାରିଫ୍‌ ବୃଦ୍ଧି ନେଇ ଘୋଷଣା କରି ସାରିଥିଲେ । ଉଭୟ କମ୍ପାନୀର ବାର୍ଷିକ ଆର୍ଥିକ ରିପୋର୍ଟରେ କ୍ଷତି ସହିଥିବାରୁ ଏହି ଦରବୃଦ୍ଧି ଲାଗୁ କରାଯାଇଛି । ତିନି କମ୍ପାନୀ ନିଜ ନିଜର ଟାରିଫ୍‌ ଦରରେ 42 ପ୍ରତିଶତ ବୃଦ୍ଧି ଘଟାଇଛନ୍ତି । ଏହା ସହିତ ତିନି କମ୍ପାନୀ ମାସିକ ଦେୟରେ ନିଜ ନେଟଓ୍ବାର୍କକୁ ମାଗଣା କଲ୍‌ ସେବା ପ୍ରଦାନ କରୁଥିବା ବେଳେ ଅନ୍ୟ ନେଟ୍‌ଓ୍ବର୍କକୁ 1000 ମିନିଟ୍‌ ଏବଂ 10000 ମିନିଟ୍‌ ପରେ 6ପ./ମି ଆଦାୟ କରିବେ । ଏୟାରଟେଲ ଏହି ଦର ବୃଦ୍ଧି କେବଳ ପ୍ରିପେଡ୍‌ ସେବାରେ ଲାଗୁ କରିଛି । ଆସନ୍ତା କାଲିଠାରୁ ଏହି ଦର ବୃଦ୍ଧି ଲାଗୁ କରାଯିବ । (ଏଜେନ୍ସୀ)

airtel jio vodafoneidea
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026
Latest News

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.