Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇଦ୍ରାବାଦ ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କୁ ଜନତାଙ୍କ ହାତକୁ ଦେବାକୁ ଜୟାଙ୍କ ଦାବି
ଆଜିର ଖବର

ହାଇଦ୍ରାବାଦ ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କୁ ଜନତାଙ୍କ ହାତକୁ ଦେବାକୁ ଜୟାଙ୍କ ଦାବି

December 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ,2/12:  ହାଇଦ୍ରାବାଦର ମହିଳା ପଶୁ ଡାକ୍ତରାଣୀଙ୍କ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆଜି ସରଗରମ ରହିଛି ସଂସଦ ଭବନ । ଏହି ମାମଲାରେ ରାଜ୍ୟସଭାରେ 2ଜଣ ସାଂସଦ କଡା ଟିପ୍ପଣୀ ରଖିଛନ୍ତି। ଏପରିକି ଏସପି ସାଂସଦ ଜୟା ବଚ୍ଚନ ଦୋଷୀଙ୍କୁ ଲୋକମାନଙ୍କ ହାତରେ ଟେକି ଦେବାକୁ କହିଛନ୍ତି । ରାଜ୍ୟସଭାରେ ଚର୍ଚ୍ଚା ସମୟରେ ଜୟା ବଚ୍ଚନ କହିଛନ୍ତି ଯେ, ବଳାତ୍କାରୀଙ୍କୁ ବାହାରକୁ ଆଣି ଲୋକମାନଙ୍କ ହାତରେ ଦେଇ ଦେବା ଉଚିତ୍। ସେହିପରି ଏଆଇଡିଏମକେର ସାଂସଦ ବିଜିଲା ସତ୍ୟାନନ୍ଦ ଦୋଷୀଙ୍କୁ ଏକ ମାସ ମଧ୍ୟରେ ଫାଶୀ ଦେବାକୁ ଦାବି କରିଛନ୍ତି । ଲୋକସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ହାଇଦ୍ରାବାଦ ଘଟଣାକୁ ଅମାନବୀୟ ବୋଲି କହିଛନ୍ତି । ସେ କହିଛନ୍ତି ଯେ, ବଳାତ୍କାର ମାମଲାରେ ସମସ୍ତ ଦଳର ସଦସ୍ୟ ଯେତିକି କଠୋର ହେବାକୁ ଚାହୁଁଛନ୍ତି ସରକାର ସେଥିପାଇଁ ପ୍ରସ୍ତୁତ ।(ଏଜେନ୍ସୀ)

hyderabadvetrape jayabachhan rajyasabha
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Latest News

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.